ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ଅମୃତ ଉଦ୍ୟାନ, ଜାଣନ୍ତୁ କେମିତି କରିବେ ବୁକିଂ
ନୂଆଦିଲ୍ଲୀ: ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ରାଷ୍ଟ୍ରପତି ଭବନର ଅମୃତ ଉଦ୍ୟାନ । ପର୍ଯ୍ୟଟକମାନେ ସକାଳ ୧୦ ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଅମୃତ ଉଦ୍ୟାନ ପରିଦର୍ଶନ କରିପାରିବେ । ଅପରାହ୍ନ ୪ ଟା ପରେ ପର୍ଯ୍ୟଟକମାନଙ୍କୁ ଉଦ୍ୟାନ ମଧ୍ୟକୁ ପ୍ରବେଶ ଅନୁମତି ଦିଆଯିବ ନାହିଁ । ଉତ୍ତର…