ରାଜଧାନୀର ଏକ ହୋଟେଲରୁ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
ଭୁବନେଶ୍ବର: କ୍ୟାପିଟାଲ ଥାନା ଅଞ୍ଚଳରେ ଏକ ହୋଟେଲ ରୁମରୁ ସନ୍ଦେହଜନକ ଅବସ୍ଥାରେ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକ ଜଣକ ରାଜସ୍ଥାନର କ୍ଷେତ୍ରୀର ମିହିର ସି ବୋଲି ପୋଲିସ ତଦନ୍ତରୁ ଜଣାପଡିଛି । ମୃତକ ଜଣକ ନିଜକୁ ଅବସରପ୍ରାପ୍ତ ସେନା କର୍ମଚାରୀ ପରିଚୟ ଦେଇଥିଲେ। ସେ ଗତ ୨ରୁ…