ଦ୍ୱିତୀୟ ଟେଷ୍ଟ ପୂର୍ବରୁ ଟିମ ଇଣ୍ଡିଆକୁ ଝଟକା: ଜାଡେଜା, ରାହୁଲ ଓହରିଲେ
ହାଇଦ୍ରାବାଦ: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ କ୍ରିକେଟ ଟେଷ୍ଟ ପୂର୍ବରୁ ଭାରତୀୟ ଟିମକୁ ଶକ୍ତ ଧକ୍କା ଲାଗିଛି । ଆଘାତ ସମସ୍ୟା ଯୋଗୁ ରବୀନ୍ଦ୍ର ଜାଡେଜା ଓ କେଏଲ ରାହୁଲ ଦ୍ୱିତୀୟ ଟେଷ୍ଟରୁ ଓହରି ଯାଇଛନ୍ତି । ଫେବୃୟାରୀ ୨ରୁ ଦ୍ୱିତୀୟ ଟେଷ୍ଟ ଆରମ୍ଭ ହେବ । ଏହି ୨ଜଣଙ୍କ ବଦଳରେ ବିସିସିଆଇ ୩ଟି ଜଣ…