ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ଦାରୁମୟ ରୂପ
ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା
ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କୁ ଆମେ ସାକାର ରୂପରେ ଦର୍ଶନ କରୁଥିଲେ ମଧ୍ୟ, ତାଙ୍କୁ (ଶ୍ରୀଜଗନ୍ନାଥ )ଙ୍କ ପ୍ରତିମା ବୋଲି ବିବେଚନା କରିବା ଶାସ୍ତ୍ର ସମ୍ମତ ନୁହେଁ। ସ୍କନ୍ଦ ପୁରାଣ କହେ “ଦାରବୀ…