Latest Odisha News

BREAKING NEWS

NPS କୁ ନେଇ ଖୁସି ଖବର ଦେଇପାରନ୍ତି ସରକାର, ଆଗାମୀ ବଜେଟରେ କରିପାରନ୍ତି ବଡ଼ ଘୋଷଣା

ନୂଆଦିଲ୍ଲୀ: ଆଗାମୀ ମଧ୍ୟବର୍ତ୍ତୀକାଳିନ ବଜେଟକୁ ନେଇ ସାଧାରଣ ଲୋକଙ୍କର ଅନେକ ଆଶା ଅଛି। ଏପରି ପରିସ୍ଥିତିରେ ପୁରୁଣା ପେନ୍ସନ୍ ଯୋଜନା ଅନେକ ରାଜ୍ୟରେ ଏକ ରାଜନୈତିକ ପ୍ରସଙ୍ଗ ହୋଇଥିବାରୁ ଏହାକୁ ଦୃଷ୍ଟିରେ ରଖି ସରକାର ନୂତନ ପେନ୍ସନ୍ ବ୍ୟବସ୍ଥା ଅର୍ଥାତ୍ NPS କୁ ଆକର୍ଷଣୀୟ କରିବାକୁ ଘୋଷଣା…

ଜୀବନର ରହସ୍ୟ

ଲଳିତ ମୋହନ ମିଶ୍ରଙ୍କ ବିଶେଷ ସ୍ତମ୍ଭ ‘ଚେତନାର ଚୌହଦୀ’ ମୃତ୍ତିକା ଏକ ପ୍ରାକୃତିକ ବସ୍ତୁ । ଏହା ପୃଥିବୀ ପୃଷ୍ଠର ଚତୁର୍ଦ୍ଦିଗରେ ବ୍ୟାପ୍ତ । ପ୍ରତ୍ୟକ ଜୀବଜନ୍ତୁ ବୃକ୍ଷଲତା ପ୍ରତ୍ୟେକ୍ଷ ବା ପରୋକ୍ଷ ଭାବରେ ଖାଦ୍ୟ ଏବଂ ଆଶ୍ରୟ ପାଇଁ ମୃତ୍ତିକା ଉପରେ ନିର୍ଭରଶୀଳ । ‘ମା’ ଭଳି ଏହା ସମଗ୍ର…

କବିତା : ତୁମେ ଏମିତି

ସଫଳା ଦାସ  ତୁମେ ମନ ପଡ ନିଶବ୍ଧ ରାତ୍ରିରେ ନିରବତା ନୟନରେ ପୁଣି ମନେ ପଡ ଅଦିନ ବର୍ଷାରେ ବିଜୁଳି ଚମକେ ଦେହେ । ତୁମ ଗୁମସୁମ୍ ସତେକି ରାଗ ଅଭିମାନରେ ଦିଏ କିଛି କଷ୍ଟରେ ପୁଣି ବେଶୀ ମନେ ପଡ ତୁମ ଚାହାଣୀରେ ଆଖି ଥାଉ । ଶୀତ ଅନୁଭବେ ଉଷ୍ଣ ଶିହରଣେ ତୁମ ମିଠା କଥା…

ଭାଷା ଭାଗବତ : ଲିପିର ସମସ୍ୟା

ପ୍ରଫୁଲ୍ଲ କୁମାର ତ୍ରିପାଠୀଙ୍କ ନିୟମିତ ବିଭାଗ ମଂଚାରୂଢ଼ ହୋଇଲେ ବ୍ୟକ୍ତି ପ୍ରକୃତ କଥା ନ କହଂତି ଶ୍ରୋତାଂକୁ ଦେବା ପାଇଁ ତୃପ୍ତି ଅଲୋଡ଼ା ପାଂଡିତ୍ୟ ଦେଖାଂତି ବ୍ୟକ୍ତି ହୋଇଲେ ଆକ୍ରାମକ ତୁନି ରହଂତି ଶାଂତ ଲୋକ କାହାକୁ କେହି ଉପଦେଶ ନ ଦେଲେ ମିଳଇ ସଂତୋଷ ଚର୍ଚିତ ହେଲେ କେତେ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ଅନନ୍ତ ଓ ଅଚିନ୍ତ୍ୟ ସ୍ୱରୂପ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଅନନ୍ତ ଓ ଅଚିନ୍ତ୍ୟ ସ୍ୱରୂପକୁ ବର୍ଣ୍ଣନା କରିବା ସତରେ ଖୁବ କଷ୍ଟକର । ତତ୍ତ୍ୱତଃ ଆମେ ତାଙ୍କୁ ଅନାଦି, ଅସୀମ ଓ ଅବ୍ୟକ୍ତ ବୋଲି ବିବେଚନା କରୁ । ପରମ ରହସ୍ୟମୟ ଦେବତା…

ଆଜି ଠାରୁ ହାଇଦ୍ରାବାଦ ଟେଷ୍ଟ, ଘରୋଇ ଦଳର ଏଭଳି ରହିଛି ରେକର୍ଡ

ହାଇଦ୍ରାବାଦ: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୫ ଟିକିଆ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍ ଆଜି ହାଇଦ୍ରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଆରମ୍ଭ ହେବ। ୬ ବର୍ଷ ପରେ ହାଇଦ୍ରାବାଦରେ ଏକ ଆନ୍ତର୍ଜାତୀୟ ଟେଷ୍ଟ ମ୍ୟାଚ୍ ଖେଳାଯାଉଛି। ଶେଷ ଥର ପାଇଁ ଟିମ୍ ଇଣ୍ଡିଆ ୨୦୧୮ରେ…

ଅବସର ଘୋଷଣା କଲେ ଅନ୍ତର୍ଜାତୀୟ ମହିଳା ବକ୍ସର ମେରି କମ

ନୂଆଦିଲ୍ଲୀ: ଭାରତର ଅନ୍ତର୍ଜାତୀୟସ୍ତରର ଷ୍ଟାର ମହିଳା ବକ୍ସର ମେରି କମ ଅବସର ଘୋଷଣା କରିଛନ୍ତି। ମେରି କମଙ୍କ ଏହି ଘୋଷଣା ପ୍ରଶଂସକଙ୍କୁ ଝଟକା ଦେଇଛି। ଅତ୍ୟଧିକ ବୟସକୁ ଅବସରର କାରଣ ଦର୍ଶାଇଛନ୍ତି ମେରି। ମେରି କମ୍ ୬ଥର ବିଶ୍ୱ ଚାମ୍ପିଅନ୍ ଏବଂ ୨୦୧୨ ଅଲିମ୍ପିକ୍ ପଦକ ବିଜେତା। ତାଙ୍କର…

ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଜନତା ମଇଦାନରେ ହେବ ସାମୟିକ ସଂଗ୍ରହାଳୟ

ଭୁବନେଶ୍ୱର : ଆସନ୍ତା ଫେବୃଆରୀ ୩ରୁ ୫ ତାରିଖ ମଧ୍ୟରେ ସ୍ଥାନୀୟ ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଅନୁଷ୍ଠିତ ହେବାକୁ ଥିବା ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀରେ ତିନିଦିନ ଧରି ଅସ୍ଥାୟୀ ସଂଗ୍ରହାଳୟର  ଆୟୋଜନ କରାଯିବ । ଏ ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକ ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ…

ଫେବ୍ରୁଆରି ୩ରୁ ଆରମ୍ଭ ହେବ ଭୁବନେଶ୍ୱର କାହାଣୀ ଉତ୍ସବର ତୃତୀୟ ସଂସ୍କରଣ

ଭୁବନେଶ୍ବର : ଆସନ୍ତା ଫେବୃୟାରୀ ୩ରୁ ୫ ପର୍ଯ୍ୟନ୍ତ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ପକ୍ଷରୁ ଭୁବନେଶ୍ୱର କାହାଣୀ ଉତ୍ସବ ଭୁ-ଫେଷ୍ଟୋ'ର ତୃତୀୟ ସଂସ୍କରଣ ଅନୁଷ୍ଠିତ ହେବାକୁ ଯାଉଛି। ଏହି ସଂସ୍କରଣରେ ବିଶ୍ୱ କଲ୍ୟାଣ ରଥ, ପ୍ରାଚୀ ତାରା ଓ ମୀରା ଦାସଙ୍କ ଭଳି ବିଶିଷ୍ଟ ମୌଖିକ…

ରାମଲଲାଙ୍କ ଜୀବନ୍ତ ଆଖି ଓ ହସର ରହସ୍ୟ ଖୋଲିଲେ ଯୋଗୀରାଜ

ଅଯୋଧ୍ୟା: ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ପରେ ଭକ୍ତମାନେ ପ୍ରଭୂଙ୍କ ଚେହେରା ଦେଖି ବିଭୋର ହୋଇ ଉଠିଛନ୍ତି । ଶ୍ରରାମଙ୍କ ବାଳସ୍ୱରୂପ ମୂର୍ତିର ଜୀବନ୍ତ ଆଖି ଓ ହସ ଅନେକଙ୍କୁ ଭାବପ୍ରବଣ କରି ଦେଇଛି । ମୂର୍ତି ତିଆରି କରିଥିବା କାରୀଗର ଅରୁଣ ଯୋଗୀରାଜ ଢ଼ଳଢ଼ଳ ଆଖିର ରହସ୍ୟ ଖୋଲିଛନ୍ତି । ସେ…