ଭୁବନେଶ୍ବରରେ ଅତ୍ୟାଧୁନିକ ଆୟୁଷ ଦୀକ୍ଷା କେନ୍ଦ୍ରର ଶିଳାନ୍ୟାସ କଲେ କେନ୍ଦ୍ର ମନ୍ତ୍ରୀ ସର୍ବାନନ୍ଦ ସୋନୱାଲ
ଭୁବନେଶ୍ବର: ଭବିଷ୍ୟତର ଆୟୁଷ ପେସାଦାରଙ୍କ ମାନବ ସମ୍ବଳ ବିକାଶ ହେବ। ଏଥିପାଇଁ ପ୍ରଥମ କେନ୍ଦ୍ର ‘ଆୟୁଷ ଦୀକ୍ଷା’ର ଶିଳାନ୍ୟାସ କରିଛନ୍ତି କେନ୍ଦ୍ର ଆୟୁଷ ଏବଂ ବନ୍ଦର, ଜାହାଜ ଚଳାଚଳ ଏବଂ ଜଳପଥ ମନ୍ତ୍ରୀ ସର୍ବାନନ୍ଦ ସୋନୱାଲ। ଭୁବନେଶ୍ୱରସ୍ଥିତ କେନ୍ଦ୍ରୀୟ ଆୟୁର୍ବେଦ ଗବେଷଣା ପ୍ରତିଷ୍ଠାନ…