Latest Odisha News

BREAKING NEWS

ଚାଞ୍ଚଲ୍ୟ: ମା’ ସାଜିଲା ରାକ୍ଷସୀ, ୪ବର୍ଷର ପୁଅକୁ ମାରି ବ୍ୟାଗରେ ନେଇ ହେଇଯାଉଥିଲା ଫେରାର

ଗୋଆ: ଉତ୍ତର ଗୋଆର କଲଙ୍ଗୁଟ ଅଞ୍ଚଳରୁ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମାଆ ନିଜ ପୁଅକୁ ହତ୍ୟା କରି ଲଗେଜ୍‌‌ ବ୍ୟାଗରେ ଭର୍ତ୍ତି କରି ଗୋଆରୁ କର୍ଣ୍ଣାଟକ ଆସିବା ଘଟଣା ହଇଚଇ ସୃଷ୍ଟି କରିଛି। ବେଙ୍ଗାଲୁରୁର ଏକ AI କମ୍ପାନୀର CEO ସୂଚନା ସେଠଙ୍କ ଏପରି କାଣ୍ଡ ସମସ୍ତଙ୍କୁ ଚକିତ…

ରାଜଧାନୀରେ ପୁଣି ବଡ଼ ଧରଣର ଲୁଟ୍, ସରକାରୀ ବାବୁଙ୍କ ଘରେ କଳାକନା ବୁଲାଇଲେ ଲୁଟେରା

ଭୁବନେଶ୍ୱର: ବର୍ତ୍ତମାନ ଲୁଟେରାଙ୍କ କବଜା ରେ ରାଜଧାନୀ । ପ୍ରତିଦିନ ସହରର ଅନେକ ସ୍ଥାନରେ ଲୁଟର ଶିକାର ହେଉଛନ୍ତି ରାଜଧାନୀବାସୀ । ମୋଟାମୋଟି ଭାବେ କହିବାକୁ ଗଲେ ଏବେ ଅସୁରକ୍ଷିତ ହୋଇପଡିଛନ୍ତି ଭୁବନେଶ୍ବରବାସୀ । ଏନେଇ ଅନେକ ସମୟରେ ଅଭିଯୋଗ କରାଯାଉଥିଲେ ସୁଦ୍ଧା ସେମାନଙ୍କୁ ଧରିବାରେ…

ମହଙ୍ଗା ପଡ଼ୁଛି ମୋଦୀଙ୍କୁ ବିବଦୀୟ ଟିପ୍ପଣୀ ମାମଲା, ହଟିପାରନ୍ତି ମାଳଦ୍ୱୀପ ରାଷ୍ଟ୍ରପତି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଭାରତୀୟଙ୍କ ବିରୋଧରେ ମାଲଦ୍ୱୀପ ମନ୍ତ୍ରୀ ଦେଇଥିବା ଅପମାନଜନକ ଟିପ୍ପଣୀ ବର୍ତ୍ତମାନ ରାଷ୍ଟ୍ରପତି ମହମ୍ମଦ ମୁଇଜୁଙ୍କ ପାଇଁ ବଡ଼ ସଂକଟ ହୋଇ ଛିଡ଼ା ହୋଇଛି। ଗୋଟିଏ ପଟେ ସେଠାରେ ଥିବା ଜଣେ ପୂର୍ବତନ ମନ୍ତ୍ରୀ ଭାରତକୁ ମାଲଦ୍ୱୀପର ସବୁଠାରୁ ବଡ…

ସ୍ବାଭିମାନ ଅଞ୍ଚଳରେ ଉଇଁଲା ବିକାଶର ନୂତନ ସୂର୍ଯ୍ୟ, ଆକଶପଥରେ ଯୋଡି ହେଲା ମାଲାକାନଗିରି

ମାଲକାନଗିରି: ସ୍ବାଭିମାନ ଅଞ୍ଚଳରେ ଉଇଁଲା ବିକାଶର ନୂତନ ସୂର୍ଯ୍ୟ । ଆକଶପଥରେ ଯୋଡି ହେଲା ମାଲାକାନଗିରି ଜିଲ୍ଲା । ଉଦଘାଟନ ହେଲା ବହୁପ୍ରତୀକ୍ଷିତ ମାଲକାନଗିରି ବିମାନବନ୍ଦର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିମାନବନ୍ଦରରେ ଅବତରଣ କରିବା ପରେ ଏହାକୁ ଲୋକାର୍ପଣ କରିଛନ୍ତି। ଲୋକାର୍ପିତ…

ମହମ୍ମଦ ଶାମୀଙ୍କୁ ମିଳିଲା ଅର୍ଜୁନ ଆୱାର୍ଡ, ଦେଖନ୍ତୁ ପୂରା ତାଲିକା

ନୂଆଦିଲ୍ଲୀ: ଭାରତୀୟ ଦଳର ପେସ ବୋଲର ମହମ୍ମଦ ଶାମୀଙ୍କୁ ଅର୍ଜୁନ ପୁରସ୍କାର ପ୍ରଦାନ କରାଯାଇଛି। ଏହି ପୁରସ୍କାର ପାଇବାରେ ସେ ୫୮ତମ କ୍ରିକେଟର ହୋଇଛନ୍ତି। ଆଜି ମଙ୍ଗଳବାର ୯ ଜାନୁଆରୀ, ୨୦୨୪ରେ ଦିଲ୍ଲୀସ୍ଥିତ ରାଷ୍ଟ୍ରପତି ଭବନରେ ଆୟୋଜିତ ଜାତୀୟ କ୍ରୀଡ଼ା ପୁରସ୍କାର ସମାରୋହରେ ରାଷ୍ଟ୍ରପତି…

କୋହଲି, ରୋହିତ ଟି୨୦ ବିଶ୍ୱକପ ଖେଳିବା ଏକପ୍ରକାର ନିଶ୍ଚିତ

ମୁମ୍ବାଇ: ଆଫଗାନିସ୍ତାନ ବିପକ୍ଷ ଟି୨୦ ସିରିଜ ପାଇଁ ବିସିସିଆଇ ଭାରତୀୟ ଦଳ ଚୟନ କରିଛି । ଏହି ସିରିଜ ପାଇଁ ରୋହିତ ଶର୍ମା ଓ ବିରାଟ କୋହଲିଙ୍କୁ ଦଳରେ ସାମିଲ କରାଯାଇଛି । ୧୪ ମାସ ପରେ ଦୁଇ ଧୂରନ୍ଧର ଖେଳାଳି ଦଳରେ ସାମିଲ ହୋଇଛନ୍ତି । ଏଥିସହ ଏହି ଦୁଇ ମହାନ ଖେଳାଳିଙ୍କ ଆଗାମୀ ଟି୨୦…

ରାମଲଲାଙ୍କ ପ୍ରତିମାର ହେବନି ନଗର ଭ୍ରମଣ କାର୍ଯ୍ୟକ୍ରମ, ଏହି କାରଣରୁ ହେଲା ରଦ୍ଦ

ଅଯୋଧ୍ୟା: ଅଯୋଧ୍ୟାରେ ନିର୍ମିତ ଭବ୍ୟ ରାମ ମନ୍ଦିରରେ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ସମାରୋହ ପୂର୍ବରୁ ଜାନୁଆରୀ ୧୭ରେ ପ୍ରସ୍ତାବିତ ଦେବ ବିଗ୍ରହଙ୍କ ନଗର ଭ୍ରମଣ କାର୍ଯ୍ୟକ୍ରମକୁ ରଦ୍ଦ କରିଛି ମନ୍ଦିର ଟ୍ରଷ୍ଟ । ଟ୍ରଷ୍ଟର ଜଣେ ଅଧିକାରୀ କହିଛନ୍ତି ଯେ, ଟ୍ରଷ୍ଟ ଜାନୁଆରୀ ୧୭ରେ ରାମ ଜନ୍ମଭୂମି…

ଫସଲ ବଞ୍ଚାଇବାକୁ ଯାଇ ଷଣ୍ଢ ଆକ୍ରମଣରେ ବୃଦ୍ଧଙ୍କ ମୃତ୍ୟୁ

ଯାଜପୁର: ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ ଦେଓଦା ଗ୍ରାମାରେ ଅଘଟଣ । ଆଜି ସକାଳୁ ଷଣ୍ଢ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି । ମୃତକ ଦେଓଦା ଗ୍ରାମର ଅଲେଖ ମାଲିକ (୬୫) ବୋଲି ଜଣାପଡିଛି । ଖବର ମୁତାବକ, ସକାଳୁ ସକାଳୁ ଅଲେଖଙ୍କ ବାଡ଼ିରେ ଏକ ଷଣ୍ଢ ପଶିଥିବା ଦେଖି ସେ ତାକୁ…

ନ୍ୟୁୟର୍କର ପ୍ରସିଦ୍ଧ ଟାଇମ୍ସ ସ୍କୋୟାରରେ ହେବ ରାମ ଲଲାଙ୍କ ପ୍ରାଣ ପ୍ରତିଷ୍ଠା ଲାଇଭ୍ ଷ୍ଟ୍ରିମିଂ

ନୂଆଦିଲ୍ଲୀ: ବିଶ୍ଵ ଦେଖିବ ଅଯୋଧ୍ୟା ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ଉତ୍ସବ । ଭାରତ ସହ ସମ୍ପୁର୍ଣ୍ଣ ବିଶ୍ୱରେ ଅଯୋଧ୍ୟା ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ଉତ୍ସବର ହେବ ସିଧା ପ୍ରସାରଣ । ନ୍ୟୁୟର୍କର ସବୁଠାରୁ ବ୍ୟସ୍ତବହୁଳ ଛକ ଟାଇମ୍ସ ସ୍କୋୟାରରେ ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ଉତ୍ସବର…

ଜିଲା ବୁଲି ତୃଣମୂଳସ୍ତରରେ ସମସ୍ୟା ବୁଝୁଛନ୍ତି ରାଜ୍ୟପାଳ

ଭୁବନେଶ୍ୱର: ରାଜ୍ୟର ତୃଣମୂଳ ସ୍ତରର ଲୋକଙ୍କ ସହିତ ମିଶୁଛନ୍ତି ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ। ବିଭିନ୍ନ ଜିଲ୍ଲା ଗସ୍ତ ସମୟରେ ମାନ୍ୟବର ରାଜ୍ୟପାଳ ମହିଳା, କୃଷକ ତଥା ଜିଲ୍ଲାବାସୀଙ୍କ ସହିତ ବ୍ୟକ୍ତିଗତ ସ୍ତରରେ ମିଶିବା ସହିତ ମୌଳିକ ସମସ୍ୟା ଉପରେ ଆଲୋଚନା କରୁଥିବା ଦେଖିବାକୁ ମିଳିଛି।…