Latest Odisha News

BREAKING NEWS

ବିଲକିସ୍ ବାନୋ ମାମଲା: ପୁଣି ଜେଲ୍ ଯିବେ ୧୧ ଦୋଷୀ

ନୂଆଦିଲ୍ଲୀ: ବହୁ ଚର୍ଚ୍ଚିତ ଗୁଜରାଟ ବିଲକିସ ବାନୋ ଗଣଦୁଷ୍କର୍ମ ମାମଲାରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ । ଜେଲ୍ ଫେରିବେ ସମସ୍ତ ୧୧ ଦୋଷୀ । ବିଲ୍‌କିସ୍‌ ବାନୋଙ୍କ ସହିତ ଦୁଷ୍କର୍ମ କରିବା ଓ ତାଙ୍କ ପରିବାରର ୭ଜଣ ଲୋକଙ୍କୁ ହତ୍ୟା କରି ଜେଲ୍‌ଦଣ୍ଡ ଭୋଗୁଥିବା ୧୧ଜଣ ଦୋଷୀଙ୍କୁ ମୁକ୍ତ…

୮୪ ବର୍ଷ ବୟସରେ ଶେଷ ନିଃଶ୍ବାସ ତ୍ୟାଗ କଲେ ବର୍ଷୀୟାନ ସାହିତ୍ୟିକ ଅଭିନ୍ନ ଚନ୍ଦ୍ର ସାହୁ

ଭୁବନେଶ୍ବର: ପରଲୋକରେ ବର୍ଷୀୟାନ ସାହିତ୍ୟିକ ଅଭିନ୍ନ ଚନ୍ଦ୍ର ସାହୁ । ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ବର ସ୍ଥିତ ତାଙ୍କ ବାସଭବନରେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି ଅଭିନ୍ନ ଚନ୍ଦ୍ର । ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା ।ସେ ଜଣେ ସୁଯୋଗ୍ୟ ଶିକ୍ଷାବିତ୍, କବି ତଥା ସାହିତ୍ୟ…

ଭାରତ ସରକାରଙ୍କ ନିର୍ଦ୍ଦେଶରେ ଆପଲ୍ ଏବଂ ଗୁଗଲ୍ ବ୍ୟାନ୍ କଲା ଏହି ୨ ଟି ଆପ୍, ଫୋନରୁ କରନ୍ତୁ ତୁରନ୍ତ ଡିଲେଟ

ନୂଆଦିଲ୍ଲୀ: ଗୁଗୁଲ ଏବଂ ଆପଲ୍ ଭାରତରେ ଥିବା ସେମାନଙ୍କର ଆପ୍ ଷ୍ଟୋରରୁ ଦୁଇଟି ଆପ୍ ହଟେଇଛନ୍ତି । ଯାହା ବିଦେଶୀ ସିମ୍ କାର୍ଡ (ଇ-ସିମ୍) ସେବା ଯୋଗାଉଥିଲା | ଏହି ଆପଗୁଡିକ ପ୍ଲେ ଷ୍ଟୋର ଏବଂ ଆପ୍ ଷ୍ଟୋରରୁ ହଟାଇ ଦିଆଯାଇଛି | ଭାରତ ସରକାରଙ୍କ ଟେଲିକମ୍ ବିଭାଗ (DoT) ଏହି ଆପଗୁଡିକୁ…

ମୋଦୀ ବିରୋଧୀ ମନ୍ତବ୍ୟ ପରେ ବଢ଼ୁଛି ବୟକଟ୍ ମାଳଦ୍ୱୀପ ଟ୍ରେଣ୍ଡ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିକଟରେ ଲାକ୍ଷାଦ୍ୱୀପ ଗସ୍ତକୁ ନେଇ ମାଳଦ୍ୱୀପ କିଛି ନେତା ଅପମାନଜନକ ମନ୍ତବ୍ୟ ଦେଇଥିଲେ। ଯେଉଁ ମାମଲା ଏବେ ବେଶ ଗୁରୁତର ହୋଇ ପଡ଼ିଛି। ସୋସିଆଲ ମିଡିଆରେ ଟ୍ରେଣ୍ତ କରୁଛି ‘ବୟକଟ୍ ମାଳଦ୍ୱୀପ’ । ଭାରତ ବିରୋଧୀ ମନ୍ତବ୍ୟ ଦେବା ପରେ…

ସପରିବାର ସହ ପୁରୀ ଆସି ଶ୍ରୀବିଗ୍ରହଙ୍କୁ ଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ପରଷୋତ୍ତମ ରୂପାଲା

ପୁରୀ: ପୁରୀ ଆସି ଜଗନ୍ନାଥ ଦର୍ଶନ କରିଛନ୍ତି କେନ୍ଦ୍ର ମତ୍ସ୍ୟ, ପଶୁପାଳନ ଓ ଦୁଗ୍ଧ ଉତ୍ପାଦନ ମନ୍ତ୍ରୀ ପରଷୋତ୍ତମ ରୂପାଲା । ସପରିବାର ଜଗନ୍ନାଥ ଦର୍ଶନ ପରେ ଭାବବିହ୍ୱଳ ହୋଇଥିଲେ କେନ୍ଦ୍ରମନ୍ତ୍ରୀ ରୁପାଲା । ସାଥିରେ ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ଏବଂ ଭେଟରାନ୍ ଅଭିନେତା…

ରାଜ୍ୟରେ ଶୀତର ପ୍ରକୋପ ଜାରି, ଆସନ୍ତା ଦୁଇ ଦିନ କଲବଲ କରିବ କୁହୁଡ

ଭୁବନେଶ୍ବର: ରାଜ୍ୟରେ ଶୀତର ଲହରୀ ସାଙ୍ଗକୁ ଘନ କୁହୁଡି ଜାରି ରହିଛି । ସେହିପରି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରତ୍ୟେକ ଦିନ ଭୋରୁ ଘନ କୁହୁଡ଼ି ଦେଖାଦେଉଛି । ଫଳରେ ନାନା ପ୍ରକାର ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଲୋକେ । ତେବେ ୧୫ ଡିଗ୍ରି ତଳେ ରହିଛି ୧୯ ସହରର…

ପ୍ରଦୂଷଣରେ ଦିଲ୍ଲୀକୁ ଟପିଲା ବାଲେଶ୍ୱର, AQI ୩ ଶହ ପାର୍

ବାଲେଶ୍ଵର: ଦିଲ୍ଲୀ ପରେ ଏବେ ଓଡିଶାର ପ୍ରଦୁଷଣ, ଚିନ୍ତାର ବିଷୟ ପାଲଟିଛି । କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ସୂଚନା ଅନୁସାରେ ବର୍ତ୍ତମାନ ଓଡିଶାର ୬ଟି ସହର, ପ୍ରମୁଖ ପ୍ରଦୂଷିତ ସହର । ଓଡ଼ିଶାର ବାରିପଦା, ବାଲେଶ୍ୱର, ଭୁବନେଶ୍ୱର, କଟକ, କେନ୍ଦୁଝର ଓ ରାଇରଙ୍ଗପୁରରେ ୩ ଶହ ପାର୍‌…

ମାଛ ଜାଲରେ ଛନ୍ଦି ହୋଇ ମଝି ଚିଲିକାରେ ଫଶି ରହିଲା କେନ୍ଦ୍ରମନ୍ତ୍ରୀଙ୍କ ବୋଟ୍

ବାଲୁଗାଁ: ପ୍ରରିକ୍ରମା କାର୍ଯ୍ୟକ୍ରମରେ ଯୋଗଦେବାକୁ ଆସି ଚିଲିକା ମଝିରେ ଫସିଲେ କେନ୍ଦ୍ରମନ୍ତ୍ରୀ । କେନ୍ଦ୍ର ମତ୍ସ୍ୟସଂପଦ ମନ୍ତ୍ରୀ ପୁରୁଷୋତ୍ତମ ରୁପାଲାଙ୍କ ଡଙ୍ଗା ଗତକାଲି ମଝି ଚିଲିକାରେ କିଛି ସମୟ ପାଇଁ ଫସି ରହିଥିଲା । କେନ୍ଦ୍ରମନ୍ତ୍ରୀଙ୍କ ସହ ତାଙ୍କ ଧର୍ମପତ୍ନୀ, ବିଜେପି…

ଆଜିଠୁ ହୀରାକୁଦ ଡ୍ୟାମରେ ପକ୍ଷୀ ଗଣନା ଆରମ୍ଭ

ସମ୍ବଲପୁର: ଆଜିଠାରୁ ହୀରାକୁଦ ଡ୍ୟାମରେ ଆରମ୍ଭ ହୋଇଛି ପକ୍ଷୀ ଗଣନା । ସକାଳ ୬ଟାରୁ ଗଣନାକାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ ଅପରାହ୍ନ ୫ଟା ଯାଏଁ ପକ୍ଷୀ ଗଣନା କରାଯିବ। ହୀରାକୁଦ ୱାଇଲ୍ଡ ଲାଇଭ ଡିଜିଜନ ପକ୍ଷରୁ ସମ୍ବଲପୁର, ଝାରସୁଗୁଡା ଓ ଛତିଶଗଡ଼ ସଂଲଗ୍ନ ଜଳଭଣ୍ଡାରରେ ଗଣନା କରାଯାଉଛି ।…

ହାର୍ଟକୁ ସୁସ୍ଥ ରଖେ ନାଲି ଲଙ୍କା, ଜାଣନ୍ତୁ କିପରି …

ଭୁବନେଶ୍ଵର: ଅଧିକାଂଶ ଘରେ ଖାଦ୍ୟ ଏବଂ ମସଲାରେ ନାଲି ଲଙ୍କା ବ୍ୟବହାର କରାଯାଏ । ଏହା ଖାଦ୍ୟର ସ୍ଵାଦ ବଢାଇଥାଏ । ତେବେ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେମ ଆପଣଙ୍କ ହାର୍ଟକୁ ସୁସ୍ଥ ରଖିବାରେ ମଧ୍ୟ ନାଲି ଲଙ୍କା ବେଶ୍ ଉପଯୋଗୀ । ନାଲି ଲାଙ୍କାରେ ରହିଛି ଚମତ୍କାରୀ ଗୁଣ । ଏହା ହୃଦୟକୁ ସୁସ୍ଥ…