Latest Odisha News

BREAKING NEWS

ଓଲିଉଡ ପୁରସ୍କାର ମହୋତ୍ସବ ପାଇଁ ଦୁବାଇରେ ବ୍ୟାପକ ପ୍ରସ୍ତୁତି

ଭୁବନେଶ୍ୱର: ଦୁବାଇଠାରେ ଆୟୋଜିତ ହେବାକୁ ଯାଉଛି ଓଲିଉଡ ପୁରସ୍କାର ମହୋତ୍ସବ । ଏଥିପାଇଁ ବ୍ୟାପକ ପ୍ରସ୍ତୁତି ଚାଲିଛି । ଓଡ଼ିଆ ଚଳଚ୍ଚିତ୍ର ଇତିହାସରେ ପ୍ରଥମ ଥର ପାଇଁ ଦେଶ ବାହାରେ ଆର୍ ଆର୍ ଇଭେଣ୍ଟସ୍ ଏଣ୍ଡ ସିନେ ପ୍ରଡ଼କ୍ସନ ଏବଂ ୟୁଏଇ ଓଡ଼ିଶା ସମାଜର ସଂଯୁକ୍ତ ଆନୁକୂଲ୍ୟରେ ଏହି ବିଶାଳ…

ଦିଲ୍ଲୀରେ କମାଲ ଦେଖାଇଲେ କଳାହାଣ୍ଡିର ବୋହୂ

ଭବାନୀପାଟଣା : ଓଡ଼ିଶା କଳାହାଣ୍ଡିର ବୋହୂଙ୍କ କମାଲ । ନୂଆଦିଲ୍ଲୀରେ ଦିକେ ପ୍ରେଜେଣ୍ଟସ ଦ୍ୱାରା ଆୟୋଜିତ ପ୍ରାଇଡ଼ ଅଫ ଇଣ୍ଡିଆ ପ୍ରତିଯୋଗିତାରେ ଭାଗ ନେଇ ସବୁ ପ୍ରତିଯୋଗୀଙ୍କୁ ପଛରେ ପକାଇ ନିଜର କମାଲ ଦେଖାଇଛନ୍ତି । ସେ ରାଇଜିଂ ଷ୍ଟାର ବିଜେତା ହୋଇ କଳାହାଣ୍ଡି ପାଇଁ ଗୌରବ ଆଣିଛନ୍ତି । ସେ…

୮ରୁ ହୀରାକୁଦରେ ପକ୍ଷୀ ଗଣନା, ସାମିଲ ହେବେ ୭୮ ବନ କର୍ମଚାରୀ

ସମ୍ବଲପୁର : ୮ ତାରିଖରୁ ଆରମ୍ଭ ହେବ ହୀରାକୁଦ ଜଳଭଣ୍ଡାରରେ ପକ୍ଷୀ ଗଣନା । ପ୍ରତ୍ୟେକ ବର୍ଷ ଭଳି ଚଳିତବର୍ଷ ହୀରାକୁଦ ଜଳଭଣ୍ଡାରରେ ବିଦେଶୀ ପକ୍ଷୀଙ୍କ ସାମଗମ ଆରମ୍ଭ ହୋଇଯାଇଛି । ତେଣୁ ସମ୍ବଲପୁର ବନ୍ୟପ୍ରାଣୀ ବିଭାଗ ପକ୍ଷରୁ ଏଠାରେ ପକ୍ଷୀ ଗଣନା ପାଇଁ ନିଷ୍ପତ୍ତି ହୋଇଛି । ୮ ତାରିଖ…

‘ମିଜୋରାମରେ ଆଶ୍ରୟ ନେଇଥିବା ୩୧୦୦୦ ମିଆଁମାର ଶରଣାର୍ଥୀଙ୍କୁ ସହଯୋଗ କରିବେ ସରକାର’

ଆଇଜଲ: ମିଆଁମାରରୁ ଆସିଥିବା ଶରଣାର୍ଥୀ ଏବଂ ମଣିପୁରର ଆଭ୍ୟନ୍ତରୀଣ ବିସ୍ଥାପିତ ଲୋକଙ୍କୁ ସହାୟତା କରିବେ ମିଜୋରାମ ସରକାର । କେନ୍ଦ୍ରୀୟ ସହାୟତା ମାଧ୍ୟମରେ ସମସ୍ତଙ୍କୁ ସାହାଯ୍ୟ କରାଯିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କରଙ୍କୁ ଭେଟିବା ପରେ ମୁଖ୍ୟମନ୍ତ୍ରୀ…

ସ୍ପଷ୍ଟ ଅକ୍ଷରରେ ପ୍ରେସକ୍ରିପସନ ଲେଖିବେ ଡାକ୍ତର, ହାଇକୋର୍ଟ ଦେଲେ ନିର୍ଦ୍ଦେଶ

ଭୁବନେଶ୍ବର: ଡାକ୍ତର ଲେଖିବେ ସ୍ପଷ୍ଟ ପ୍ରେସକ୍ରିପସନ। ଜଷ୍ଟିସ ସଂଜୀବ ପାଣିଗ୍ରାହୀଙ୍କ ଖଣ୍ଡପୀଠ ଏକ ମାମଲାର ଶୁଣାଣି କରି ଡାକ୍ତରଙ୍କୁ ସ୍ପଷ୍ଟ ହସ୍ତାକ୍ଷର ଲେଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏଣିକି ସମସ୍ତେ ପଢ଼ି ପାରୁଥିଲା ପରି ଅକ୍ଷର ଲେଖିବେ ଡାକ୍ତର। ରାଜ୍ୟର ସମସ୍ତ ମେଡିକାଲ…

ଚୀନରେ ଦେଶଭକ୍ତଙ୍କ ଅଭାବ! ସରକାର ଆଣିଲେ ନୂଆ ନିୟମ

ବେଜିଂ: ଚୀନ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ନିରାଶା ଏବେ ବିଶ୍ୱ ଦେଖୁଛି । ଗୋଟିଏ ପରେ ଗୋଟିଏ ଚ୍ୟାଲେଞ୍ଜ ଦେଶକୁ ଘେରି ରହିଛି। କେତେବେଳେ ଦେଶରେ ନିଯୁକ୍ତି ସଂଖ୍ୟା ହ୍ରାସ ପାଇବା ବିରୋଧରେ ଯୁବକମାନେ ବିରୋଧ କରୁଛନ୍ତି ଆଉ କେବେ ଅର୍ଥନୀତିର ମନ୍ଥରତା ହେତୁ ଦେଶର ବ୍ୟବସାୟୀମାନେ ବିଦେଶକୁ…

ଭିତରକନିକାରେ ବିଦେଶାଗତ ପକ୍ଷୀଙ୍କ ସଂଖ୍ୟା ବୃଦ୍ଧି, ଚଳିତବର୍ଷ ଦେଢ ଲକ୍ଷରୁ ଅଧିକ ପକ୍ଷୀଙ୍କ ସମାଗମ

କେନ୍ଦ୍ରାପଡ଼ା: ଶୀତ ଋତୁରେ ଭିତରକନିକା ଜାତୀୟଉଦ୍ୟାନରେ ମେଳି ବାନ୍ଧୁଛନ୍ତି ବିଦେଶାଗତ ପକ୍ଷୀ । ଗତବର୍ଷ ଅପେକ୍ଷା ଚଳିତ ବର୍ଷ ବିଦେଶୀ ପକ୍ଷୀଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଏବର୍ଷ ୧୧, ୪୬୨ ଅଧିକ ପକ୍ଷୀ ଭିତରକନିକା ଆସିଛନ୍ତି। ବନବିଭାଗ ପକ୍ଷରୁ ହୋଇଥିବା ଗଣନା ରିପୋର୍ଟରୁ ଏହା ଜଣାପଡିଛି…

ମୋଦିଙ୍କ ଉପରେ ବିବାଦୀୟ ମନ୍ତବ୍ୟ ଦେବା ପଡ଼ିଲା ମହଙ୍ଗା: ମାଳଦ୍ୱୀପର ୩ମନ୍ତ୍ରୀ ନିଲମ୍ବିତ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ ଦେଇଥିବା ମାଳଦ୍ବୀପର ୩ ମନ୍ତ୍ରୀ ନିଲମ୍ବିତ ।ନିଲମ୍ବିତ ହୋଇଥିବା ତିନି ମନ୍ତ୍ରୀ ହେଲେ ଯୁବ ସଶକ୍ତିକରଣ, ସୂଚନା ଓ କଳା ମନ୍ତ୍ରଣାଳୟ ମନ୍ତ୍ରୀ ମରିୟମ ଶିଆନା, ପରିବହନ ଏବଂ ବେସାମରିକ ବିମାନ ଚଳାଚଳ…

ହୋସରେ ଥିବା ବେଳେ ୫ବର୍ଷୀୟ ଶିଶୁକନ୍ୟାର ବ୍ରେନ ଟ୍ୟୁମର୍ ସର୍ଜରୀ କଲେ AIIMS ଡାକ୍ତରୀ ଟିମ୍

ନୂଆଦିଲ୍ଲୀ: ଚିକିତ୍ସା କ୍ଷେତ୍ରରେ AIIMSକୁ ମିଳିଲା ଆଉ ଏକ ସଫଳତା । ବେହୋସ ନକରି ୫ବର୍ଷୀୟ ଶିଶୁ କନ୍ୟାର ବ୍ରେନ ଟ୍ୟୁମର ସର୍ଜରୀ କଲେ ଡାକ୍ତର । ଏନେଇ AIIMS ଦାବି କରିଛି ଯେ ଏହି ଶିଶୁ ବିଶ୍ୱର ସର୍ବ କନିଷ୍ଠ ଯାହାକୁ ବେହୋସ ନକରି ଅସ୍ତ୍ରୋପଚାର କରାଯାଇଛି । ଅକ୍ଷିତା ନାମକ ଶିଶୁର…

ଜୋରଦାର୍ ଚାଲିଛି ଅପରେସନ ହ୍ଵାଇଟ ସ୍ପାଇଡର, ନିଶା ବେପାରୀଙ୍କ ଉପରେ ନଜର

ଭୁବନେଶ୍ୱର: ଜୋରଦାର୍ ଚାଲିଛି ଅପରେସନ ହ୍ଵାଇଟ ସ୍ପାଇଡର। ସହରାଞ୍ଚଳ ପୋଲିସ ଜିଲ୍ଲାରେ ବିଭିନ୍ନ ନିଶା ଦ୍ରବ୍ୟର ବିକ୍ରୟ ଓ ସେବନକୁ ପ୍ରତିହତ କରିବା ନିମନ୍ତେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ନିଶା କାରବାର ବିରୋଧରେ ଥାନାସ୍ତରରେ ପ୍ରୟାସ କରାଯାଉଥିବା ବେଳେ ସ୍ଵତନ୍ତ୍ର ରୂପେ ଗଠିତ…