ଖୋର୍ଦ୍ଧା-ବଲାଙ୍ଗିର ରେଳପଥରେ ପ୍ରଥମ ଥର ପାଇଁ ଦଶପଲ୍ଲାକୁ ଗଡ଼ିଲା ୪ଟି ଟ୍ରେନ୍
ଭୁବନେଶ୍ଵର: ବହୁତ ଦିନର ଅପେକ୍ଷା ପରେ ନୟାଗଡ଼ ଜିଲ୍ଲା ଦଶପଲ୍ଲାରୁ ଗଡ଼ିଲା ଟ୍ରେନ। ଆଜି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ ଦଶପଲ୍ଲା ରେଳ ଷ୍ଟେସନର ଉଦଘାଟନ କରିବା ସହ ପତାକା ଦେଖାଇ ଏଠାରୁ ଟ୍ରେନ ଚଳାଚଳର ଶୁଭାରମ୍ଭ କରିଛନ୍ତି। ଏହି ଟ୍ରେନ ସଂପ୍ରସାରଣ ହେବା ଦ୍ୱାରା ଦଶପଲ୍ଲା ସହିତ…