ଜୀବିକା ମିଶନର ଅସଲମୁଖା ଖୋଲିଲେ ମହିଳା ; ୧୦ ଲକ୍ଷ ଟଙ୍କାର ପ୍ରକଳ୍ପରେ ଦୁର୍ନୀତି ହେଉଛି
କଟକ ; ଜୀବିକା ମିଶନ ମାଧ୍ୟମରେ ମିଶନ ଶକ୍ତି ବିଭାଗରେ ହେଉଥିବା ଦୁର୍ନୀତି ଏବେ ସାମ୍ନାକୁ ଆସିଛି। । ଜୀବିକା ମିଶନ ମାଧ୍ୟମରେ ମିଶନ ଶକ୍ତି ବିଭାଗ ମହିଳାଙ୍କୁ ପ୍ରତାରଣା କରୁଥିବା ଅଭିଯୋଗ ହୋଇଛି। ଜଳେଶ୍ୱର ବ୍ଲକ ଅଧିନସ୍ଥ ଚମାରଗାଁ ପଂଚାୟତର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନେ…