ବଲାଙ୍ଗୀର ବିକାଶରେ ଯୋଡି ହେଲା ନୂଆ ଫର୍ଦ୍ଦ: ଲୋକାର୍ପିତ ହେଲା ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ
ବଲାଙ୍ଗୀର: ବଲାଙ୍ଗୀର ବିକାଶରେ ଯୋଡି ହେଲା ନୂଆ ଫର୍ଦ୍ଦ । ଲୋକାର୍ପିତ ହେଲା ବହୁପ୍ରତୀକ୍ଷିତ ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋୟର ସୁକତେଲ ପ୍ରକଳ୍ପର ଉଦଘାଟନ କରିବା ସହ ୩୦୫ କୋଟି ଟଙ୍କାରେ ୬୯ଟି ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ ଓ ୨ ହଜାର ୨୨୦ କୋଟି…