ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ
ପୁରୀ: ଆଜି ପୌଷ କୃଷ୍ଣ ସପ୍ତମୀ ତିଥି । ଏନେଇ ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ସେଥିପାଇଁ ଅପରାହ୍ନ ୪ ଟାରୁ ରାତ୍ର ୮ ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ…