Latest Odisha News

BREAKING NEWS

ବିଜେପିର ମେଗା ପ୍ଲାନ; ରାମ ଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଦିନ ସମଗ୍ର ଅଯୋଧ୍ୟାକୁ ଦିପାବଳୀ ପରି ସଜାଯିବ, ଦୈନିକ ୫୦…

ନୂଆଦିଲ୍ଲୀ: ଅଯୋଧ୍ୟାରେ ରାମ ମନ୍ଦିର ସମ୍ପର୍କରେ ଆଜି (ମଙ୍ଗଳବାର) ଭାରତୀୟ ଜନତା ପାର୍ଟି ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ଜାନୁଆରୀ ୨୨ ରାମ ଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଦିନ ସମଗ୍ର ଅଯୋଧ୍ୟା କୁ ଦିପାବଳୀ ପରି ସଜାଯିବ । ଏଥିପାଇଁ ବିଜେପି କର୍ମୀଙ୍କୁ ମଧ୍ୟ…

ଗୁଗୁଲ ପେ ଓ ପେଟିଏମ୍ କୁ ଏବେ ଟକ୍କର ଦେବ ଟାଟା ପେ, ଆରବିଆଇ ଦେଲା ପେମେଣ୍ଟ ଏଗ୍ରିଗେଟର ଲାଇସେନ୍ସ

ନୂଆଦିଲ୍ଲୀ: ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଆରବିଆଇ) ଟାଟା ଗ୍ରୁପ୍‌ର ଡିଜିଟାଲ୍ ପେମେଣ୍ଟ ଆପ୍ ଟାଟା ପେମେଣ୍ଟକୁ ପେମେଣ୍ଟ ଏଗ୍ରିଗେଟର (PA) ଲାଇସେନ୍ସ ପ୍ରଦାନ କରିଛି । ଯାହା କମ୍ପାନୀକୁ ଏହାର ପ୍ଲାଟଫର୍ମ ମାଧ୍ୟମରେ ଇ-କମର୍ସ କାରବାରକୁ ସହଜ କରିବ। ଟାଟା ପେମେଣ୍ଟଗୁଡିକ ଗୃପ୍ ର…

ଜାତୀୟକରଣ ପାଠ୍ୟପୁସ୍ତକ ବିତରଣ କାର୍ଯ୍ୟକ୍ରମର ଶୁଭାରମ୍ଭ

ଭୁବନେଶ୍ୱର: ଜାତୀୟକରଣ ପାଠ୍ୟପୁସ୍ତକ ବିତରଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି । ପ୍ରଥମ ଦିନରେ ପୁରୀ, କେନ୍ଦୁଝର, କେନ୍ଦ୍ରାପଡ଼ା, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ପାଠ୍ୟ ପୁସ୍ତକ ବିତରଣ କରାଯାଇଛି।ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ସରକାରୀ ଓ…

କଂଗ୍ରେସରେ ସାମିଲ ହେବେ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଜଗନମୋହନଙ୍କ ଭଉଣୀ ଶର୍ମିଲା !

ଅମରାବତୀ: କଂଗ୍ରେସରେ ସାମିଲ ହୋଇପାରନ୍ତି ଓ୍ବାଇଏସଆର ତେଲେଙ୍ଗାନା ପାର୍ଟି ନେତ୍ରୀ ତଥା ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀଙ୍କ ଭଉଣୀ ଓ୍ବାଇ.ଏସ ଶର୍ମିଲା। ଚଳିତ ସପ୍ତାହର ଶେଷ ସୁଦ୍ଧା ସେ କଂଗ୍ରେସରେ ସାମିଲ ହେବା ନେଇ ଚର୍ଚ୍ଚା ଚାଲିଛି। ଦିଲ୍ଲୀର କଂଗ୍ରେସ ମୁଖ୍ୟାଳୟରେ ସେ…

ଆସନ୍ତା ୧୮ରୁ ଦୁଇଦିନିଆ ପ୍ରତିରକ୍ଷା ପେନସନ୍ ଅଭିଯୋଗ ସମାଧାନ ଶିବିର

ଭୁବନେଶ୍ଵର: ଆସନ୍ତା ଜାନିଆରୀ ୧୮ ଏବଂ ୧୯ ତାରିଖରେ ଭୁବନେଶ୍ଵର ନୟାପଲ୍ଲୀ ବିସ୍ୟୁତ ମାର୍ଗ ସ୍ଥିତ ୧୨୦ ବାଟାଲିୟନ କ୍ଷେତ୍ର, ଟିଏ ବାଟାଲିୟନ ଠାରେ ପ୍ରତିରକ୍ଷା ଲେଖା ପ୍ରଧାନ ନିୟନ୍ତ୍ରକ, ନୂଆଦିଲ୍ଲୀ ପକ୍ଷରୁ ଦୁଇ ଦିନିଆ ପ୍ରତିରକ୍ଷା  ପେନସନ ଅଭିଯୋଗ ସମାଧାନ ଶିବିର ଆୟୋଜନ କରାଯିବ ।…

ପିତାପଲ୍ଲୀ ଅଣ୍ଡର-ପାସରେ ଦୁଇ ବ୍ରାଉନସୁଗାର ମାଫିଆ ଗିରଫ

ଭୁବନେଶ୍ଵର ; ଇନଫୋଭ୍ୟାଲି ଥାନା ପୁଲିସ ଦୁଇ ବ୍ରାଉନସୁଗାର ମାଫିଆଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଉଛନ୍ତି ଖୋର୍ଧା ଜିଲ୍ଲାର ଶ୍ରୀନିବାସ ବେହେରା ଓରଫ ପିନୁ(୨୦) ଏବଂ ସୁଧାଂଶୁ ଶେଖର ସାହୁ ଓରଫ ଅନିଲ(୨୩)। ପୁଲିସ ସେମାନଙ୍କ ନିକଟରୁ ୧୭.୬୧ ଗ୍ରାମର ବ୍ରାଉନସୁଗାର, ୨ଟି ମୋବାଇଲ୍…

ପ୍ରତିଶୃତି ରଖିଲେ କେନ୍ଦ୍ରମନ୍ତ୍ରୀ, ସ୍ୱଦେଶ ଦର୍ଶନ ଯୋଜନାରେ ସାମିଲ ହେଲା ଦେବ୍ରୀଗଡ଼ ସମେତ ବୀର ସୁରେନ୍ଦ୍ର ସାଏଙ୍କ…

ସମ୍ବଲପୁର: ଓଡ଼ିଶାର ଦେବ୍ରୀଗଡ଼ ସମେତ ଖିଣ୍ଡା ଗ୍ରାମକୁ ବିଶେଷ ଆକର୍ଷଣୀୟ ସ୍ଥାନ ଭାବେ ସ୍ୱଦେଶ ଦର୍ଶନ ୨.୦ରେ ସାମିଲ କରାଯାଇଛି ବୋଲି ପର୍ଯ୍ୟଟନ ମନ୍ତ୍ରଣାଳୟ ପକ୍ଷରୁ ବିଧିବଦ୍ଧ ପତ୍ର ପ୍ରକାଶ ପାଇଛି । ଏଥିପାଇଁ ଶ୍ରୀ ପ୍ରଧାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ବିଭାଗୀୟ ମନ୍ତ୍ରୀ ଜି…

ରାଜଧାନୀରେ ଲୁଟେରା ରାଜ୍, ଦୋକାନୀଙ୍କ ତଣ୍ଟି କାଟି ଲୁଟିନେଲେ ୬ ହଜାର ଟଙ୍କା

ଭୁବନେଶ୍ୱର: ରାଜଧାନୀରେ ଆତଙ୍କ ଖେଳାଇଛନ୍ତି ଲୁଟେରା ଗ୍ୟାଙ୍ଗ । କେତବେଳେ ଘରେ ପଶି ସର୍ବସ୍ବ ଲୁଟିନେଉଛନ୍ତି ତ ଆଉ କେତବେଳେ ଦିନ ଦ୍ବିପହରେ ଲୋକଙ୍କୁ ମାରପିଟ କରି ଲୁଟି ଚାଲିଛନ୍ତି । ସେହିପରି ପୁଣି ଆଉ ଏକ ଘଟଣା ଘଟିଛି ଡମଣା ଅଞ୍ଚଳରେ । ଆଜି ସକାଳୁ ଚନ୍ଦ୍ରଶେଖରପୁର ଥାନା ଅଧୀନ ଡମଣା…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ ହେମନ୍ତ ସୋରେନ୍ !

ରାଞ୍ଚି; ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇପାରନ୍ତି। ତାଙ୍କ ସ୍ଥାନରେ ପତ୍ନୀ କଳ୍ପନା ସୋରେନ୍ ଝାଡ଼ଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ହେବେ। ଝାଡଖଣ୍ଡର ବିଜେପି ସାଂସଦ ନିଶିକାନ୍ତ ଦୁବେ ସୋସିଆଲ ମିଡିଆ ସାଇଟ୍ ଏକ୍ସରେ ଲେଖିଛନ୍ତି ଯେ, 'ଝାଡ଼ଖଣ୍ଡ…

ତାମିଲନାଡୁରେ ଭାରତୀଦାସନ ବିଶ୍ୱବିଦ୍ୟାଳୟ ର ୩୮ ତମ ସମାରୋହରେ ସାମିଲ ହେଲେ ମୋଦି

ଚେନ୍ନାଇ: ଦୁଇ ଦିନିଆ ଦକ୍ଷିଣଭାରତ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଜି ପ୍ରଥମେ ତାମିଲନାଡୁରେ ପହଞ୍ଚି ତ୍ରିଚି ଭାରତୀଦାସନ ବିଶ୍ୱବିଦ୍ୟାଳୟର ୩୮ ତମ ସମାରୋହରେ ସାମିଲ ହୋଇଛନ୍ତି ପ୍ରଧାନମନ୍ତ୍ରୀ । ସମାରୋହକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଭାରତୀଦାସନ…