ନୂଆବର୍ଷରେ ରେକର୍ଡ଼ : ଜଗା ଦର୍ଶନ କଲେ ୫ ଲକ୍ଷରୁ ଊର୍ଦ୍ଧ୍ୱ ଭକ୍ତ
ପୁରୀ: ଇଂରାଜୀ ନୂଆବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ର ପୁରୀରେ ରେକର୍ଡ଼ ସଂଖ୍ୟକ ଭକ୍ତ ଓ ଶ୍ରଦ୍ଧାଳୁ । ନୂଆବର୍ଷରେ ଶ୍ରୀକ୍ଷେତ୍ର ଜନସମୁଦ୍ର ପାଲଟିଯାଇଛି । ଶ୍ରଦ୍ଧାଳୁମାନେ ମହାପ୍ରଭୁଙ୍କୁ ଦର୍ଶନ କରି ନୂଆବର୍ଷର ଆରମ୍ଭ କରିଛନ୍ତି । ଗତକାଲିଠାରୁ ଲକ୍ଷଲକ୍ଷ ଭକ୍ତ ପୁରୀରେ ରାତି ୧୨ଟା…