ବାହାରିଲା ଏଏସଓ ପରୀକ୍ଷା ଫଳ: ୭୮୭ କୃତକାର୍ଯ୍ୟ, ପ୍ରଥମ ୧୦ ଜଣଙ୍କ ମଧ୍ୟରେ ଜଣେ ଝିଅ
ଭୁବନେଶ୍ୱର:ଓଡ଼ିଶା ଲୋକସେବା ଆୟୋଗ ବା ଓପିଏସସିଙ୍କ ପକ୍ଷରୁ ହୋଇଥିବା ଆସିଷ୍ଟାଣ୍ଟ ସେକ୍ସନ ଅଫିସର(ଏଏସଓ) ପରୀକ୍ଷା ଫଳ ପ୍ରକାଶ ପାଇଛି । ଏହି ପରୀକ୍ଷାରେ ସଫଳ ହୋଇଥିବା ୭୮୭ ଜଣ ପରୀକ୍ଷାର୍ଥୀଙ୍କୁ ଏଏସଓ ପଦବୀରେ ନିଯୁକ୍ତି ଦିଆଯିବା ନେଇ ଓପିଏସସିଙ୍କ ପକ୍ଷରୁ ଜାରି ଏକ ରିଲିଜରେ…