ଓସିଏସ୍ ପରୀକ୍ଷା ପାଇଁ ବୟସ ସୀମା ବୃଦ୍ଧି ସମେତ ୧୩ଟି ପ୍ରସ୍ତାବକୁ କ୍ୟାବିନେଟ୍ ଅନୁମୋଦନ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଅନୁଷ୍ଠିତ ଓଡ଼ିଶା କ୍ୟାବିନେଟ ଶନିବାର ୧୩ଟି ପ୍ରସ୍ତାବକୁ ଅନୁମୋଦନ କରିଛି। ଆଶାୟୀ ପ୍ରାର୍ଥୀଙ୍କୁ ଅଧିକ ସୁଯୋଗ ଦେବା ପାଇଁ ରାଜ୍ୟ ସରକାର ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍) ନିଯୁକ୍ତି ପରୀକ୍ଷା ପାଇଁ ବୟସ ସୀମା ବୃଦ୍ଧି…