କୋରାପୁଟ ଡଙ୍ଗାବୁଡି ଘଟଣାରେ ୫ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: କୋରାପୁଟ ଜିଲ୍ଲାର ନନ୍ଦପୁର ବ୍ଲକ୍ ଅଧୀନ ପାତାଳୀ ନଦୀରେ ଏକ ନୌକା ଦୁର୍ଘଟଣାରେ ୫ ଜଣ ଙ୍କର ମୃତ୍ୟୁ ଘଟିଛି । ପୂର୍ବରୁ ପ୍ରଥମେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଥିବାବେଳେ, ଅନ୍ୟ ୪ ଜଣ ନିଖୋଜ ଥିଲେ । ହେଲେ ଏବେ ଅନ୍ୟ ୪ ଜଣ ଙ୍କର ମୃତଦେହ ନଦୀରୁ ଉଦ୍ଧାର କରିଛନ୍ତି ଉଦ୍ଧାରକାରୀ…