ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲା ଅସୁସ୍ଥ ଦନ୍ତାହାତୀ
ୟାଗଡ: ନୟାଗଡ଼ ଜିଲ୍ଲା ରଣପୁର ବନବିଭାଗ ଅଧିନ କାଞ୍ଚନପୁର କାଜୁ ଜଙ୍ଗଲରେ ଅସୁସ୍ଥ ଦନ୍ତାହାତୀର ମୃତ୍ୟୁ ହୋଇଛି । ଦନ୍ତା ଟି ଅସୁସ୍ଥ ଥିବାବେଳେ, ଗତ ତିନି ଦିନ ଧରି ଚିକିତ୍ସା ଚାଲିଥିଲା । ହେଲେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳୁ ମୃତ୍ୟୁ ଘଟିଛି ।
ସୂଚନା ମୁତାବକ, କିଛି ଦିନ ପୂର୍ବେ…