ଇଡକୋ ଚିଫ ଜେନେରାଲ ମ୍ୟାନେଜରଙ୍କ ଘରେ ଭିଜିଲାନ୍ସ ରେଡ୍
ଯାଜପୁର: ଭିଜିଲାନ୍ସ ଜାଲରେ ଇଡ୍କୋ ଅଧିକାରୀ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଇଡ୍କୋ ଚିଫ୍ ଜେନେରାଲ ମ୍ୟାନେଜର ସରୋଜ କାନ୍ତ ମହାନ୍ତିଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି । ଏକକାଳୀନ ୭ ଟି ସ୍ଥାନରେ ଚଢାଉ ଚାଲିଛି । ସ୍ପେଶାଲ ଜଜ୍ ଭିଜିଲାନ୍ସଙ୍କ ନିର୍ଦ୍ଦେଶ କ୍ରମେ ଏହି ଚଢ଼ାଉ…