ରାଜଧାନୀରେ ୨ ଯୁବକଙ୍କୁ ମରଣାନ୍ତର ଆକ୍ରମଣ ଘଟଣାରେ ୮ ଗିରଫ, ଅନ୍ୟମାନଙ୍କୁ ଖୋଜୁଛି ପୋଲିସ
ଭୁବନେଶ୍ୱର: ଗତକାଲି (ରବିବାର) ଏୟାରପୋର୍ଟ ଛକ ନିକଟରେ ଧାରୁଆ ଅସ୍ତ୍ରରେ ଦୁଇ ଜଣ ଯୁବକଙ୍କୁ ଆକ୍ରମଣ ଘଟଣା । ଏଥିରେ ୮ ଜଣଙ୍କୁ ଗିରଫ କରିଛି କମିଶନରେଟ ପୁଲିସ । ବର୍ତ୍ତମାନ ୮ ଅଭିଯୁକ୍ତଙ୍କୁ ଫରେଷ୍ଟ ପାର୍କ ଓ କେଦାରପଲ୍ଲୀ ବସ୍ତିରୁ ଗିରଫ କରାଯାଇଥିବା ବେଳେ, ଏଥିରେ ସମ୍ପୃକ୍ତ…