ପୁଣି ଛଟେଇ କରିବ ଗୁଗଲ୍: ୩୦,୦୦୦ କର୍ମଚାରୀଙ୍କ ଚାକିରି ସଙ୍କଟରେ
ନୂଆଦିଲ୍ଲୀ: ବିଶ୍ୱର ଅନ୍ୟତମ ଟପ୍ ସର୍ଚ୍ଚ ଇଞ୍ଜିନ ଗୁଗଲର କର୍ମଚାରୀଙ୍କ ଚାକିରିକୁ ନେଇ ଆସିଛି ଏକ ବଡ଼ ଖବର । ଚଳିତବର୍ଷ ଗୁଗଲରୁ ୧୨ ହଜାର କର୍ମଚାରୀଙ୍କୁ ଚାକିରିରୁ ଛଟେଇ କରାଯାଇଥିବା ବେଳେ ପୁଣି ଥରେ ହଜାର ହଜାର କର୍ମଚାରୀଙ୍କ ଚାକିରି ପ୍ରତି ସଙ୍କଟ ଦେଖାଦେଇଛି । ୩୦ ହଜାର କର୍ମଚାରୀ…