ବ୍ୟଞ୍ଜନ ଦ୍ୱାଦଶୀ: ୮୫୧ ପ୍ରକାର ଖାଦ୍ୟରେ ମହକିଲା ଶ୍ରୀକ୍ଷେତ୍ରର ଗୁପ୍ତ ବୃନ୍ଦାବନ
ପୁରୀ: ଆଜି ହେଉଛି ପବିତ୍ର ମାର୍ଗଶୀର ମାସ ଶୁକ୍ଳପକ୍ଷ ଦ୍ୱାଦଶୀ ତିଥୀ । ଆଜିର ଦିବସରେ ଯଶୋଦା ମାଆ ତାଙ୍କ ପୁତ୍ର ଶ୍ରୀକୃଷ୍ଣଙ୍କ ଉଦ୍ଦେଶ୍ୟରେ ନାନାଦି ପ୍ରକାରର ବ୍ୟଞ୍ଜନ ପ୍ରସ୍ତୁତ କରି ଖାଇବାକୁ ଦେଇଥିବାର କିମ୍ବଦନ୍ତୀ ଅଛି । ଏହି ଅବସରରେ ଆଜିର ଦିନରେ ପୁରୀର ଗୌରବିହାର ଆଶ୍ରମଠାରେ…