Latest Odisha News

BREAKING NEWS

୨ କୋଟି ୮୦ ଲକ୍ଷ ଟଙ୍କାରୁ ଅଧିକ ମୂଲ୍ୟର ବେଆଇନ ଅଳଙ୍କାର ଜବତ କଲା ଆୟକର ବିଭାଗ

ନୂଆଦିଲ୍ଲୀ: ଡିସେମ୍ବର ୬ ତାରିଖରେ ଆୟକର ବିଭାଗ ଓଡ଼ିଶା ସମେତ ତିନିଟି ରାଜ୍ୟ ଝାଡ଼ଖଣ୍ଡ, ଏବଂ ପଶ୍ଚିମବଙ୍ଗରେ କରିଥିବା ରେଡରୁ ୩୫୧ କୋଟି ନଗଦ ଟଙ୍କା ସହିତ ୨ କୋଟି ୮୦ ଲକ୍ଷ ଟଙ୍କାରୁ ଅଧିକ ମୂଲ୍ୟର ବେଆଇନ ଅଳଙ୍କାର ଜବତ କରିଛି। କେନ୍ଦ୍ର ସରକାର ଆଜି ଏହି ସ୍ପଷ୍ଟୀକରଣ ରଖିଛନ୍ତି। ସେହିପରି…

ଜମ୍ମୁ କଶ୍ମୀର: ସେନା ଗାଡ଼ି ଉପରେ ଆତଙ୍କବାଦୀ ଆକ୍ରମଣ, ତିନି ଯବାନ ସହିଦ

ରଜୌରୀ: ଆତଙ୍କବାଦୀମାନେ ଗୁରୁବାର ଦିନ ଜମ୍ମୁ କଶ୍ମୀରର ପୁଞ୍ଚ ଜିଲ୍ଲାର ଦୁଇଟି ସେନା ଗାଡି ଉପରେ ଆକ୍ରମଣ କରିବାରୁ ତିନିଜଣ ଯବାନ ସହିଦ ହୋଇଛନ୍ତି । ଅନ୍ୟ ତିନିଜଣ ଆହତ ହୋଇଛନ୍ତି। ଏହି ଘଟଣା ଜିଲ୍ଲାର ରଜୌରୀ ସେକ୍ଟରରେ ଘଟିଛି ଯେଉଁ ଅଞ୍ଚଳରେ ଗତ କିଛି ମାସ ହେବ ଆତଙ୍କବାଦୀ…

ବିଜେଡିର ମିଶ୍ରଣ ପର୍ବ: ଶତାଧିକ ବିଜେପି କର୍ମୀ ବିଜେଡିରେ ସାମିଲ

ଭୁବନେଶ୍ୱର: ଶଙ୍ଖ ଭବନରେ ଅନୁଷ୍ଠିତ ହୋଇଛି ବିଜୁ ଜନତା ଦଳର ମିଶ୍ରଣ ପର୍ବ। ବିଜେପି ଛାଡି ବିଜେଡିରେ ସାମିଲ ହୋଇଛନ୍ତି ବ୍ରହ୍ମଗିରି ପୂର୍ବତନ ବିଜେପି ଯୁବମୋର୍ଚ୍ଚା ସଭାପତି ଜୟନ୍ତ କୁମାର ମହାନ୍ତିଙ୍କ ସମେତ ଶତାଧିକ ବିଜେପି କର୍ମୀ। ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ…

ଟୋପାଏ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ବିଫଳ ରାଜ୍ୟ ସରକାର: ସମୀର ମହାନ୍ତି

ଭୁବନେଶ୍ୱର: ସ୍ମାର୍ଟ ସିଟି ରାଉରକେଲାରେ ହଇଜା ଜନିତ ମୃତ୍ୟୁ ପ୍ରସଙ୍ଗ। ବିଜେଡି ଉପରେ ବର୍ଷିଲେ ପୂର୍ବତନ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି। କେବଳ ବିଜ୍ଞାପନରେ ସୀମିତ ବିଜେଡି ସରକାର, ରାଜ୍ୟବାସୀଙ୍କୁ ଟୋପାଏ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ବିଫଳ ବୋଲି ସେ କହିଛନ୍ତି। ସ୍ୱଚ୍ଛ ପାଣି…

ଭିବ୍ରିଓ କଲେରା ଓ ଇ-କୋଲାଇ ବ୍ୟାକ୍ଟେରିଆ ଯୋଗୁଁ ବ୍ୟାପିଛି ଝାଡ଼ାବାନ୍ତି: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର: ରାଉରକେଲାରେ ଝାଡ଼ାବାନ୍ତି ବ୍ୟାପିବା ଘଟଣା। ଉଭୟ ଭିବ୍ରିଓ କଲେରା ଓ ଇ-କୋଲାଇ ବ୍ୟାକ୍ଟେରିଆ ଯୋଗୁଁ ବ୍ୟାପିଛି ଝାଡ଼ାବାନ୍ତି । ଏନେଇ ସୂଚନା ଦେଇଛନ୍ତି ନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର। ପ୍ରାୟ ୧୪ ଶହ ଲୋକ ଏଥିରେ ଆକ୍ରାନ୍ତ ହୋଇଛନ୍ତି । RGHରେ ୬ଜଣଙ୍କ…

ଡକାୟତି ଯୋଜନା ଚାଲିଥିବାବେଳେ କାବୁ କଲା ପୋଲିସ, ୫ ଗିରଫ

ଭୁବନେଶ୍ବର: ଡକାୟତି ଯୋଜନା ଚାଲିଥିବାବେଳେ ଏହାକୁ ପଣ୍ଡ କଲା ପୋଲିସ । ଘଟଣାରେ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ମଞ୍ଚେଶ୍ଵର ଥାନା ପୋଲିସ । ଗିରଫ ଅଭିଯୁକ୍ତ ମାନଙ୍କ ଭିତରୁ ୪ ଜଣ ହେଲେ ଅମରନାଥ ସଫେରା(୨୪), ଗୋବିନ୍ଦା ସଫେରା(୨୧), ଦେବେନ୍ଦ୍ର ସଫେରା(୨୦), ଗୋପାଳ…

ଇସ୍ରୋକୁ ଲିଫ୍ ଏରିକସନ ଲୁନାର ପୁରସ୍କାର

ହାଇଦ୍ରାବାଦ: ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଇସ୍ରୋକୁ ମିଳିଲା ଲିଫ ଏରିକସନ ଲୁନାର ପୁରସ୍କାର।ଚନ୍ଦ୍ରଯାନ-୩ର ସଫଳତା ପାଇଁ ଲିଫ ଏରିକସନ ଲୁନାର ପୁରସ୍କାରରେ ପ୍ରଦାନ କରାଯାଇଛି । ଚନ୍ଦ୍ରର ଦକ୍ଷିଣ ମେରୁରେ ସଫ୍ଟ ଲ୍ୟାଣ୍ଡିଂ କରାଇ ବିଶ୍ବର ପ୍ରଥମ ରାଷ୍ଟ୍ର ଭାବେ କୀର୍ତ୍ତିମାନ ସ୍ଥାପନ…

ମୁଖ୍ୟ ଯୋଗାଣ ଅଧିକାରୀଙ୍କ ସମ୍ପତ୍ତି ଦେଖି ଭିଜିଲାନ୍ସ ଜଳକା

ଭୁବନେଶ୍ଵର: ମୁଖ୍ୟ ଯୋଗାଣ ଅଧିକାରୀ ପ୍ରଶାନ୍ତ କୁମାର ଗନ୍ତାୟତଙ୍କ ସମ୍ପତ୍ତି ଦେଖି ଭିଜିଲାନ୍ସ ଜଳକା । ବର୍ତ୍ତମାନ ସୁଦ୍ଧା ୨ଟି ବହୁତଳ ପ୍ରାସାଦ, ୫ଟି ପ୍ଲଟ୍, ୧ କୋଟି ୨୧ ଲକ୍ଷ ଟଙ୍କାର ଡିପୋଜିଟ, ୫୩୬ ଗ୍ରାମ୍ ସୁନା, ୧ ଲକ୍ଷ ୨୧ ହଜାର ନଗଦ ଟଙ୍କା, ଗୋଟିଏ ଚାରି ଚକିଆ ଗାଡ଼ି ଓ ୨ଟି ଦୁଇ…

ଶ୍ରୀମନ୍ଦିରରେ ପାଣ୍ଡିଆନ ଓ କାମିଆ ଜାନିଙ୍କ ପ୍ରବେଶ ପ୍ରସଙ୍ଗ, ଉଭୟଙ୍କ ଗିରଫଦାରୀ ଦାବି କଲା ବିଜେପି

ଭୁବନେଶ୍ୱର: 5-T ଅଧ୍ୟକ୍ଷ ଭିକେ ପାଣ୍ଡିଆନ ଓ ସୋସିଆଲ ମିଡ଼ିଆ ଇନଫ୍ଲୁଏନ୍ସର କାମିଆ ଜାନିଙ୍କ ଶ୍ରୀମନ୍ଦିର ଭିତରେ ପ୍ରବେଶ କୁ ନେଇ ଏବେ ବିବାଦ ବଢିବାରେ ଲାଗିଛି । ଯାହାକୁ ନେଇ ଉଭୟଙ୍କୁ ତୁରନ୍ତ ଗିରଫ କରାଯାଉ ବୋଲି ଦାବି କରିଛି ରାଜ୍ୟ ବିଜେପି । ଗୋମାଂସ ଭକ୍ଷଣ କରିଥିବା କାମିଆ…

ତୃତୀୟ ଲିଙ୍ଗୀଙ୍କ ସଶକ୍ତିକରଣ: ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ସମାବେଶିତାର କାହାଣୀ

ନୂଆଦିଲ୍ଲୀ: ପରିସଂଖ୍ୟାନ ଏକ ପ୍ରଗତିର ଚିତ୍ର ପ୍ରଦାନ କରିପାରେ । କିଛି କାହାଣୀ ସଂଖ୍ୟାକୁ ଅତିକ୍ରମ କରି ଆମ ଭାବ ପ୍ରବଣତାକୁ ଗଭୀରଭାବେ ଅନୁରଣିତ କରିଥାଏ । ସେଭଳି ଏକ କାହାଣୀ  ନୀଳେଶଙ୍କର । ନୀଳେଶ ଜଣେ ତୃତୀୟ ଲିଙ୍ଗର ବ୍ୟକ୍ତି । କାଟରିଂ ଜଗତରେ ସେ ନିଜ ପାଇଁ ଏକ ସଫଳ ମାର୍ଗ ତିଆରି…