ବଢିବ ଦିନ କମିବ ରାତି, ଆସନ୍ତାକାଲି ହେଉଛି ବର୍ଷର ସବୁଠାରୁ ଛୋଟ ଦିନ
ଭୁବନେଶ୍ଵର: ଆସନ୍ତାକାଲି ହେଉଛି ବର୍ଷର ସବୁଠାରୁ ଛୋଟ ଦିନ, ବଡ ରାତି । ପ୍ରତିବର୍ଷ ଡିସେମ୍ବର ୨୧ କିମ୍ବା ୨୨ରେ ଉତ୍ତର ଗୋଲାର୍ଦ୍ଧରେ ଶୀତଋତୁର ପ୍ରଥମ ଦିନ ଆରମ୍ଭ ହୋଇଥାଏ । ଏହି ଦିନଟି ଉତ୍ତର ଗୋଲାର୍ଦ୍ଧରେ ବର୍ଷର ‘ସବୁଠାରୁ ଛୋଟ ଦିନ’ ହୋଇଥାଏ। ବର୍ଷର ଏହି ସବୁଠାରୁ ଛୋଟ ଦିନକୁ ୱିଣ୍ଟର…