ନିଆଁ ପୁଇଁବା ବେଳେ ଜଳିଗଲେ ମହିଳା: ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
ଢେଙ୍କାନାଳ: ପ୍ରବଳ ଶୀତରେ ଥରୁଛି ସାରା ଓଡିଶା । ଜାଡରୁ ରକ୍ଷା ପାଇବା ପାଇଁ ବିଭିନ୍ନ ସ୍ଥାନରେ ଲୋକ ନିଆଁ ପୁଇଁ ହେଉଥିବା ଦୃଶ୍ୟ ଦେଖିବାକୁ ମିଳୁଛି । ଏହାରି ଭିତରେ ଏକ ଅଘଟଣ ସାମ୍ନାକୁ ଆସିଛି । ଢେଙ୍କାନାଳ ଜିଲ୍ଲା ମହାବିରୋଡ଼ ଥାନା ଚାଉଳିଆଝରଣ ଗାଁରେ । ନିଆଁ ପୋଇଁ ହେଉଥିବା ବେଳେ…