ଶାହରୁଖଙ୍କ ପତ୍ନୀ ଗୌରୀଙ୍କୁ ଇଡିର ନୋଟିସ୍
ମୁମ୍ବାଇ: ବଲିଉଡ୍ର କିଙ୍ଗ ଖାନ୍ ଶାହରୁଖଙ୍କ ପତ୍ନୀ ଗୌରୀ ଖାନ୍ଙ୍କୁ ନୋଟିସ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) । ଲକ୍ଷ୍ନୌସ୍ଥିତ ରିଅଲ ଇଷ୍ଟେଟ କମ୍ପାନୀ ତୁଲସିୟାନୀ ଗ୍ରୁପ୍ ମାମଲାରେ ତାଙ୍କୁ ଏହି ନୋଟିସ୍ କରାଯାଇଛି । ସେ ଏହାର ବ୍ରାଣ୍ଡ ଆମ୍ବାସଡର ଅଟନ୍ତି । ଏବେ କମ୍ପାନୀ…