ଦୁର୍ନୀତିର ଗନ୍ତାଘର ପାଲଟିଛି ପୁରୀ ସଦର ବ୍ଲକ୍: ବିଜେପି
ପୁରୀ: ଦୁର୍ନୀତିର ଗନ୍ତାଘର ପାଲଟିଛି ପୁରୀ ସଦର ବ୍ଲକ୍ । ଜେଇ ଠାରୁ ଆରମ୍ଭ କରି ବିଡ଼ିଓ ପର୍ଯ୍ୟନ୍ତ ସମସ୍ତେ ଦୁର୍ନିତୀରେ ଲିପ୍ତ ରହିଛନ୍ତି । ସାଧାରଣ ଲୋକଙ୍କ ସମସ୍ୟା ସମାଧାନ କରିବା ପରିବର୍ତ୍ତେ ସେମାନଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରାଯାଉଛି । ଏଭଳି ସାଂଘାତିକ ଅଭିଯୋଗ ଆଣି ବିଜେପି…