Latest Odisha News

BREAKING NEWS

ପ୍ରଥମ ଦିନିକିଆରେ ଭାରତ ନିକଟରୁ ଦକ୍ଷିଣ ଆଫ୍ରିକାର ଶୋଚନୀୟ ପରାଜୟ, ଅର୍ଶଦୀପଙ୍କୁ ୫ ୱିକେଟ

ଜୋହାନ୍ସବର୍ଗ: ଏଠାରେ ଅନୁଷ୍ଠିତ ପ୍ରଥମ ଦିନିକିଆ କ୍ରିକେଟ ମ୍ୟାଚରେ ଭାରତ ୮ ୱିକେଟରେ ଶୋଚନୀୟ ଭାବେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି । ପ୍ରଥମେ ବ୍ୟାଟିଂ କରି ଦକ୍ଷିଣ ଆଫ୍ରିକା ଭାରତୀୟ ବୋଲରଙ୍କ ଉଚିତ ମୁକାବିଲା କରି ନ ପାରି ୨୭.୩ ଓଭରରେ ୧୧୬ ରନ କରି ଅଲଆଉଟ ହୋଇ ଯାଇଥିଲା । ଟୋନୀ ଡେ…

ବିଭାଜନ ସମୟରେ ଯେଉଁମାନଙ୍କର ସମ୍ପତ୍ତି ପାକିସ୍ତାନରେ ରହିଯାଇଥିଲା, କ’ଣ ତାହା ଏବେ ଆପଣ ପାଇପାରିବେ? ଜାଣନ୍ତୁ…

ନୂଆଦିଲ୍ଲୀ: ୧୯୪୭ ମସିହାରେ ପରସ୍ପର ଠାରୁ ବିଭାଜିତ ହୋଇଥିଲେ ଦୁଇ ଦେଶ ଭାରତ ଏବଂ ପାକିସ୍ଥାନ । ଏହାପୂର୍ବରୁ ପାକିସ୍ତାନ ଭାରତର ଏକ ଅଂଶ ଥିଲା । ୧୯୪୭ରେ ଯେତେବେଳେ ଏହି ବିଭାଜନ ହୋଇଥିଲା, ସେତେବଳେ ଅନେକ ଲୋମହର୍ଷଣକାରୀ କାଣ୍ଡ ଘଟିଥିଲା ​​| ଅନେକ ଲୋକ ଭାରତରୁ ପାକିସ୍ତାନ ଯାଇଥିଲେ।…

ବିଶ୍ୱର ସର୍ବବୃହତ ଅଫିସ୍, ରହିଛି ୪୫୦୦ରୁ ଅଧିକ କାର୍ଯ୍ୟାଳୟ କଠୋରୀ

ଗୁଜୁରାଟ: ଡାଇମଣ୍ଡ ସହର ସୁରତ ଗସ୍ତରେ ଅଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସେଠାରେ ଆୟୋଜିତ ଅନେକ କାର୍ଯ୍ୟକ୍ରମରେ ଯୋଗଦାନ କରିଥିଲେ ପ୍ରଧାନମନ୍ତ୍ରୀ ମୋଦୀ । ପ୍ରଥମେ ସକାଳ ୧୧.୪୫ରେ ସୁରତ ବିମାନବନ୍ଦରରେ ନୂତନ ଇଣ୍ଟିଗ୍ରେଟେଡ୍ ଡର୍ମିନାଲ ବିଲ୍ଡିଙ୍ଗର ଏଦଘାଟନ କରିଥିଲେ ମୋଦୀ ।…

ଦୁଇ ଜଣଙ୍କୁ ଦଳି ମାରିଲା ଦନ୍ତା

ବରଗଡ : ଥମୁନି ହାତୀ ଆତଙ୍କ  । ହାତୀ ମଣିଷ ଲଢେଇ ମଧ୍ୟରେ କେତେବେଳେ ହାତୀର ଜୀବନ ଯାଉଛି ତ ଆଉ କେତେବେଳେ ମଣିଷ ତାର ବହୁମୂଲ୍ୟ ଜୀବନ ହରାଉଛି ।  ଆଜି ଏମିତି କିଛି ଘଟଣା ଦେଖିବାକୁ ମିଳିଛି ବରଗଡ ଜିଲ୍ଲା ଅତାବିରା ଥାନା ଅଞ୍ଚଳରେ  । ଦୁଇ ଜଣଙ୍କୁ ଦଳି ମାରିଛି ଦନ୍ତା । ଭେଡେନ ଥାନା…

ISI ଏଜେଣ୍ଟ ସହ ଚାଟିଂ କରୁଥିଲା ବୁଖାରୀ : କାଲି ରିମାଣ୍ଡ ପାଇଁ କରାଯିବ ଆବେଦନ

ଭୁବନେଶ୍ବର : ଯାଜପୁର ଧର୍ମଶାଳାରୁ କାଶ୍ମୀରର ସନ୍ଦିଗ୍ଧ ଆତଙ୍କୀ ଗିରଫ ହେବା ଘଟଣା  । ଏସଟିଏଫ୍ ଏସପିଙ୍କ ଏ ନେଇ ଅଧିକ ସୂଚନା ଦେଇଛନ୍ତି  । ସେ କହିଛନ୍ତି ପାକିସ୍ତାନ ISI ଏଜେଣ୍ଟ ସହ ବୁଖାରୀର ଚାଟିଂ ପ୍ରମାଣ ମିଳିଛି । କିଛି ଡିଲିଟ୍ ହୋଇଯାଇଛି  । ପୁଣି ଥରେ ହାସଲ କରିବାକୁ ଉଦ୍ୟମ…

ଇଏ କି ପ୍ରଥା? ବର୍ଷ ଆରମ୍ଭରୁ ଏଠାକାର ଲୋକେ ଖାଆନ୍ତି କେବଳ ୧୨ଟି ଅଙ୍ଗୁର

ନୂଆଦିଲ୍ଲୀ: ଆଉ ଦିନ କେଇଟାରେ ଶେଷ ହେବାକୁ ଯାଉଛି ବର୍ଷ ୨୦୨୩ । ଦ୍ଵାର ଦେଶରେ ଆସି କବାଟ ଠକ ଠକ କଲାଣି ପୁଣି ଏକ ନୂଆବର୍ଷ । ସେଥିପାଇଁ ଏବେଠାରୁ ଲୋକମାନଙ୍କ ମନରେ ଦେଖାଗଲାଣି ଉତ୍ସାହ । ନୂଆବର୍ଷକୁ ଧୁମଧାମରେ ପାଳନ କରିବାକୁ ପ୍ରସ୍ତୁତି ବି ଶେଷ ପର୍ଯ୍ୟାୟରେ । ବିଶ୍ୱର ବିଭିନ୍ନ ଦେଶରେ…

ଏଣିକି ଏମ୍‌ଆର୍‌ଆଇ ଓ ସିଟି ସ୍କାନ୍‌ ପାଇଁ ଯାଞ୍ଚ ହେବ ପ୍ରେସକ୍ରିପସନ, କ୍ୟାପିଟାଲ ହସ୍ପିଟାଲ ପକ୍ଷରୁ ଏସଓପି ଜାରି

ଭୁବନେଶ୍ବର: କ୍ୟାପିଟାଲ ହସ୍ପିଟାଲରେ କଠୋର ହେଲା ନିୟମ । ବିନା ପ୍ରେସ୍‌କ୍ରିପ୍‌ଶନରେ ଏମ୍ଆର୍‌ଆଇ କିମ୍ବା ସିଟି ସ୍କାନ୍‌ ହୋଇପାରିବ ନାହିଁ । ଏନେଇ କ୍ୟାପିଟାଲ ହସ୍ପିଟାଲ ପକ୍ଷରୁ ଜାରି ହେଲା ଏସ୍‌ଓପି । ଏନେଇ ସୂଚନା ଦେଇଛନ୍ତି କ୍ୟାପିଟାଲ ହସ୍ପିଟାଲ କର୍ତ୍ତୃପକ୍ଷ । ସୂଚନା ମୁତାବକ,…

ଫସଲହାନୀରୁ ଚାଷୀ ଆତ୍ମହତ୍ୟା !

ବଲାଙ୍ଗୀର : ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ସାମ୍ନାକୁ ଆସିଲା ଚାଷୀ ଆତ୍ମହତ୍ୟା ଘଟଣା  । ପୁଣି ଜଣେ ଚାଷୀ ବିଷ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି  । ମୃତକ ଟିଟଲାଗଡ ବିନକେଲ ଗାଁର ଚମରୁ ବାଗ୍ ବୋଲି ଜଣାପଡିଛି । ଗୁରୁତର ଅବସ୍ଥାରେ ତାଙ୍କୁ ଭୀମଭୋଈ ମେଡିକାଲରେ ଭର୍ତ୍ତି…

ପରଲୋକରେ ପୂର୍ବତନ ମୁଖ୍ୟ ଶାସନ ସଚିବ ସୁଧାଂଶୁ ମୋହନ ପଟ୍ଟନାୟକ

ଭୁବନେଶ୍ବର: ଓଡିଶାର ପୂର୍ବତନ ମୁଖ୍ୟ ଶାସନ ସଚିବ ସୁଦର୍ଶନ ମୋହନ ପଟ୍ଟନାୟକଙ୍କ ପରଲୋକ । ଗତକାଲି (ଶନିବାର) ସନ୍ଧ୍ୟାରେ ଭୁବନେଶ୍ୱର ସ୍ଥିତ ତାଙ୍କ ବାସଭବନରେ ସୁଦର୍ଶନଙ୍କ ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା । ସେ ରାଜ୍ୟ ମାନବାଧିକାର କମିଶନର ପ୍ରଥମ…

ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାର ଦ୍ଵିତୀୟ ଦିବସ

ଭୁବନେଶ୍ୱର : ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ଆନୁକୂଲ୍ୟରେ ଆୟୋଜିତ ଜାତୀୟ ସ୍ତରୀୟ ହସ୍ତଶିଳ୍ପ ମେଳାର ଦ୍ଵିତୀୟ ଦିବସ ଅବସରରେ ଦକ୍ଷତା ବିକାଶ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀ ଏବଂ ସିଡାକ ସଚିବ ଶିଶିର କୁମାର ରଥ ଅତିଥି ଭାବରେ ଯୋଗ ଦେଇଥିଲେ ।…