ଗାଁ ଠୁ ସହର ଶୀତରେ ଥରହର, ୧୦ ଡିଗ୍ରୀ ତଳେ ୬ ସହରର ତାପମାତ୍ରା
ଭୁବନେଶ୍ବର: ରାଜ୍ୟରେ ଖସୁଛି ପାରଦ । ବଢୁଛି ଥଣ୍ଡାର ପ୍ରକୋପ । ୧୦ ଡିଗ୍ରୀ ତଳେ ରହିଛି ୬ ସହରର ତାପମାତ୍ରା । ବିଶେଷକରି ଉପାନ୍ତ ଓ ପାହାଡିଆ ଅଞ୍ଚଳ ମାନଙ୍କରେ ଅଧିକ ଶୀତ ଅନୁଭୂତ ହେଉଛି । ସର୍ବନିମ୍ନ ତାପମାତ୍ରା ସ୍ୱାଭାବିକ ସ୍ତରକୁ ଫେରିବା ସହ ସାରା ରାଜ୍ୟରେ ଥଣ୍ଡା ଅନୁଭୂତ ହେଉଛି ।…