Latest Odisha News

BREAKING NEWS

ଓଡ଼ିଶା ଆଇପିଏସ ସ୍ତରରେ ଅଦଳବଦଳ: ବି ରାଧିକା ନିଯୁକ୍ତି ବୋର୍ଡର ଅଧ୍ୟକ୍ଷ ନିଯୁକ୍ତ, ଅନ୍ୟମାନଙ୍କୁ ମିଳିଲା ନୂଆ…

ଭୁବନେଶ୍ୱର: ଭାରତୀୟ ପୋଲିସ ସେବା (ଆଇପିଏସ) କ୍ୟାଡରର ଏକ ସାମାନ୍ୟ ପରିବର୍ତ୍ତନ ହୋଇଛି। ରାଜ୍ୟ ସରକାର ଶୁକ୍ରବାର ଦିନ ବି. ରାଧିକାଙ୍କୁ ପୋଲିସ ନିଯୁକ୍ତି ବୋର୍ଡର ଅଧ୍ୟକ୍ଷ ଭାବରେ ନିଯୁକ୍ତ କରିଛନ୍ତି। ବର୍ତ୍ତମାନର ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ସୁନୀଲ କୁମାର ବଂଶଲଙ୍କ କାର୍ଯ୍ୟକାଳ…

ରୋହିତଙ୍କୁ ଅଧିନାୟକ ପଦରୁ ହଟାଇଲା ମୁମ୍ବାଇ ଇଣ୍ଡିଆନ୍ସ

ମୁମ୍ବାଇ: ଆଇପିଏଲ ୨୦୨୪ ପୂର୍ବରୁ ମୁମ୍ବାଇ ଇଣ୍ଡିଆନ୍ସର ଏକ ନିଷ୍ପତି ସମସ୍ତଙ୍କୁ ଚକିତ କରିଛି । ମୁମ୍ବାଇକୁ ୫ଥର ଚାମ୍ପିୟନ କରାଇଥିବା ରୋହିତ ଶର୍ମା ଏହି ସିଜନ ପାଇଁ ଅଧିନାୟକ ପଦରୁ ହଟାଇ ଦିଆଯାଇଛି । ତାଙ୍କ ସ୍ଥାନରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଅଧିନାୟକ ଭାବେ ନିଯୁକ୍ତ କରାଯାଇଛି ।…

ଟ୍ଵିନସିଟିରେ ଆରମ୍ଭ ହେଲା ବିକଶିତ ଭାରତ ସଂକଳ୍ପ ଯାତ୍ରା, ହିତାଧିକାରୀଙ୍କ ପାଖରେ ପହଞ୍ଚିବ କେନ୍ଦ୍ରୀୟ ଯୋଜନାର ଲାଭ

ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଆଜି ଠାରୁ ଆରମ୍ଭ ହୋଇଛି ବିକଶିତ ଭାରତ ସଂକଳ୍ପ ଯାତ୍ରା । ପ୍ରଥମ ଦିନରେ ବଡ଼ଗଡ଼ ଠାରେ ସଂକଳ୍ପ ଯାତ୍ରା ସଚେତନତା ବାହନ ପହଞ୍ଚିଥିଲା । ଭୁବନେଶ୍ୱର ମହାନଗର ନିଗମ ଡେପୁଟି ମେୟର ମଞ୍ଜୁଲତା କହଁର ଯାତ୍ରାକୁ ଶୁଭାରମ୍ଭ କରିଥିଲେ। ବଡ଼ଗଡ଼ କଲ୍ୟାଣ ମଣ୍ଡପ…

ସାମସଙ୍ଗ ଗାଲାକ୍ସି ଫୋନ ବ୍ୟବହାର କରୁଥିଲେ ସାବଧାନ ! ହୋଇପାରେ ଫୋନ ହ୍ୟାକ୍

ନୂଆଦିଲ୍ଲୀ: ସାମସଙ୍ଗ ଗାଲାକ୍ସି ଫୋନ ବ୍ୟବହାର କରୁଛନ୍ତି କି? ଏବଠୁ ହୋଇଯାଆନ୍ତୁ ସାବଧାନ । ଇଣ୍ଡିଆନ କମ୍ପ୍ୟୁଟର ଏମର୍ଜେନସି ରେସପନସ ଟିମ୍ ବା ସିଇଆରଟି ପକ୍ଷରୁ ଜାରି କରାଯାଇଛି ହାଇରିସ୍କ ଆଲର୍ଟ । ଏହି ଧରଣର ଉଭୟ ପୁରୁଣା ଓ ନୂଆ ଫୋନରେ ଅନେକ ଦୋଷ ଦୁର୍ବଳତା ରହିଛି ରହିଥିବାରୁ ଗ୍ରାହକ…

ଭାରତ ସମେତ ୩୩ ଦେଶର ନାଗରିକଙ୍କୁ ଫ୍ରି ଭିସା ଦେଲା ଇରାନ

ନୂଆଦିଲ୍ଲୀ: ଭାରତ ସମେତ ୩୩ ଦେଶର ନାଗରିକଙ୍କୁ ଇରାନ ଫ୍ରି ଭିସା ପ୍ରଦାନ କରିବ । ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ଇରାନ ଏହି ପଦକ୍ଷେପ ଗ୍ରହଣ କରିଛି । ଆମେରିକାର ପ୍ରତିବନ୍ଧ କାରଣରୁ ଇରାନର ଆର୍ଥୀକ ଅବସ୍ଥା ଖରାପ ରହିଛି । ଏହାକୁ ସୁଧାରିବା ପାଇଁ ସ୍ଥାନୀୟ ସରକାର ଏହି ନିଷ୍ପତି…

ମୁଁ ମରିବି ପଛେ, ଡରିବିନି; ସାହସ ଅଛି ତ ସାମ୍ନାକୁ ଆସ- ହତ୍ୟା ଧମକ ପରେ ବିରୋଧୀଙ୍କୁ ଚାଲେଞ୍ଜ ଦେଲେ ଅର୍ଚ୍ଚନା ନାଗ

ଭୁବନେଶ୍ୱର : ମୁଁ ମରିବି ପଛେ ଡରିବିନି । ମୁଁ ଧର୍ମକୁ ବିଶ୍ୱାସ କରେ । ମୁଁ ଧର୍ମରେ ରହିଛି । ମୋର ଅଧର୍ମ କେବେ କିଛି କ୍ଷତି କରିପାରିବ ନାହିଁ । ସତ୍ୟ ମୋର ଶକ୍ତି ଏବଂ ଶକ୍ତି ମୋର ଅସ୍ତ୍ର । ସାହାସ ଅଛି ତ ସାମ୍ନାକୁ ଆସ, ମୋତେ ମୁକାବିଲା କର । ମୁଁ ଲୁଚିବା ଝିଅ ନୁହେଁ…ମିଡିଆ ଆଗରେ…

ମିଲ୍କମେଡ ଡବାରେ ଫସିଲା ଗୋଧୀର ମୁହଁ

ଭୁବନେଶ୍ଵର: ମିଲ୍କମେଡ ଡବାରେ ଫସିଲା ଗୋଧୀର ମୁହଁ । ମୁହଁ ବାହାର କରିପାରୁନଥିବାରୁ ଛାଟିପିଟି ହେଉଛି ଗୋଧୀ । ଭୁବନେଶ୍ୱର ବଡଗଡ ଅଞ୍ଚଳରେ ଥିବା ମେଘେଶ୍ଵର କଲୋନୀରେ ଦେଖିବାକୁ ମିଳିଛି ଏହି ଘଟଣା । ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଗୋଧୀଟିକୁ ଉଦ୍ଧାର କରିଥିଲେ ସ୍ନେକ୍ ହେଲ୍ପ ଲାଇନ । ଗୋଧୀର…

ବିଜେଡି ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ: ଲଗାତାର ସଫଳତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଶ୍ରେୟ ଦେଲେ ନେତା

ଭୁବନେଶ୍ୱର: ରାଜ୍ୟ ବିଜୁ ଜନତା ଦଳର ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଆଜି ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶଙ୍ଖ ଭବନଠାରେ ଅନୁଷ୍ଠିତ ହୋଇଯାଇଛି ।   ବିଜୁ ବାବୁଙ୍କର ଫଟୋଚିତ୍ରରେ ପ୍ରଥମେ ଶ୍ରଦ୍ଧା ସୁମନ ଅର୍ପଣ ଓ ବନ୍ଦେ ଉତ୍କଳ ଜନନୀ ଗାନ…

ସିଂହଦ୍ବାରରେ ମହାପ୍ରଭୂଙ୍କ ମୂଷିକ ଭକ୍ତ

ପୁରୀ : ମହାପ୍ରଭୁ ଜଗନ୍ନାଥଙ୍କ ମହିମା ଅପାର। ସେ ହେଉଛନ୍ତି ସାରା ବ୍ରହ୍ମାଣ୍ଡର ଠାକୁର ।  ବିଶ୍ବର କୋଣ ଅନୁକୋଣରୁ ପ୍ରତିଦିନ ଶହ ଶହ ଶ୍ରଦ୍ଧାଳୁ ବଡ ଠାକୁରଙ୍କୁ ଦର୍ଶନ କରିବା ଲାଗି ଆସନ୍ତି  । କେବଳ ମନୁଷ୍ୟ ନୁହଁନ୍ତି , ଦେବତା, ଦାନବ, ଯକ୍ଷ ଯେପରି କାଳିଆ ଠାକୁରଙ୍କ ଦର୍ଶନ ପାଇଁ…

ଗୋଟେ ସିକ୍ରେଟ ଡାଏରୀ, ପୁଣି ସୋସିଆଲ ମିଡିଆ ଗ୍ରୁପ୍, ଆଉ ସେଥିରେ ୭ ସଦସ୍ୟ… ଏପରି ଭାବେ ଯୋଡି ହୋଇ ରହିଛି ସଂସଦ କାଣ୍ଡ…

ନୂଆଦିଲ୍ଲୀ: ସଂସଦରେ ଘଟିଥିବା ସ୍ପ୍ରେ କାଣ୍ଡ ପୁରା ଦେଶକୁ ବର୍ତ୍ତମାନ ହଲଚଲ୍ କରିଦେଇଛି । ଏତେ ହାଇ ସିକ୍ୟୁରିଟି ମଧ୍ୟରେ ସଂସଦର ଅନୁପ୍ରବେଶ ଅଞ୍ଚଳରେ ଏଭଳି ଆତଙ୍କୀ କାର୍ଯ୍ୟ ଏବେ ସମସ୍ତଙ୍କ ନିଦ ହଜେଇଦେଇଛି । ଆତଙ୍କବାଦୀ ଆକ୍ରମଣ ଭଳି ଘଟିଥିବା ଏହି ଘଟଣା ଦେଶର ସମସ୍ତ ଗୁପ୍ତଚର ଏଜେନ୍ସି…