ସଂସଦ ଭବନରେ ପ୍ରବେଶ କରିଥିବା ଅଭିଯୁକ୍ତଙ୍କ ସୋସିଆଲ ମିଡିଆ ପୋଷ୍ଟ ଭାଇରାଲ
ନୂଆଦିଲ୍ଲୀ: ବୁଧବାର ସଂସଦ ଭବନ ମଧ୍ୟକୁ ପ୍ରବେଶ କରିଥିବା ଅଭିଯୁକ୍ତଙ୍କ ସୋସିଆଲ ମିଡିଆ ପୋଷ୍ଟ ଏବେ ଭାଇରାଲ ହେବାରେ ଲାଗିଛି । ସଂସଦ ଭବନରେ ପ୍ରବେଶ କରିବା ପୂର୍ବରୁ ସାଗର ଶର୍ମା ସୋସିଆଲ ମିଡିଆରେ ଲେଖିଛନ୍ତି ଯେ, ଦୁନିଆରେ ସ୍ୱପ୍ନଠାରୁ କିଛି ସୁନ୍ଦର ନାହିଁ । ଯାହାକି ଆମକୁ ଦିନରାତି…