Latest Odisha News

BREAKING NEWS

IPS ଅଧିକାରୀଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଅହମ୍ମଦାବାଦ: ଆଇପିଏସ୍ ଅଧିକାରୀଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ମୃତକ ଗୁଜରାଟ କ୍ୟାଡରର IPS ଅଧିକାରୀ ଆରଟି ସୁସରାଙ୍କ ପତ୍ନୀ ସାଲୁବେନ। ଗୁଜରାଟର ଅହମଦାବାଦସ୍ଥିତ ବାସଭବନରୁ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ନିକଟରେ ଏକ ବିବାହ ଭୋଜିକୁ ଯାଇ ଫେରିବା ପରେ ସେ ଆତ୍ମହତ୍ୟା…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଉତ୍ତରାଖଣ୍ଡ ଟନେଲରୁ ଉଦ୍ଧାର ହୋଇଥିବା ୪ ଓଡ଼ିଆ ଶ୍ରମିକ, ପ୍ରତ୍ୟେକଙ୍କୁ ୨ ଲକ୍ଷ ଟଙ୍କା…

ଭୁବନେଶ୍ଵର: ଆଜି ଭୁବନେଶ୍ୱରରେ ପହଞ୍ଚିବା ପରେ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ଉତ୍ତରାଖଣ୍ଡ ଟନେଲରୁ ଉଦ୍ଧାର ହୋଇଥିବା ଓଡ଼ିଆ ଶ୍ରମିକ ମାନେ । ଏହି ଅବସରରେ ସେମାନଙ୍କୁ ଅଭିନନ୍ଦନ ଜଣାଇବା ସହ ମୁଖ୍ୟମନ୍ତ୍ରୀ ସେମାନଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଷୟରେ ପଚାରି…

ଜାନୁଆରୀ ୨ରୁ +୨ ପ୍ରାକ୍ଟିକାଲ, ଫେବୃୟାରୀ ୧୬ରୁ ହୋଇପାରେ ଥିଓରୀ ପରୀକ୍ଷା

ଭୁବନେଶ୍ବର : +୨ ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ସୂଚନା। ଯୁକ୍ତ ଦୁଇ ଛାତ୍ରଛାତ୍ରୀଙ୍କ ପ୍ରାକ୍ଟିକାଲ୍‍ ପରୀକ୍ଷା ଆସନ୍ତା ଜାନୁଆରୀ ୨ରୁ ଆରମ୍ଭ ହେବ। ଜାନୁଆରୀ ୨ତାରିଖରୁ ପ୍ରାକ୍ଟିକାଲ୍‍ ପରୀକ୍ଷା ଆରମ୍ଭ ହୋଇ ୧୨ ତାରିଖ ଯାଏ ଚାଲିବ। କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର…

ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ସମାରୋହ ଉଦଘାଟିତ

ଭୁବନେଶ୍ବର: ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ସମାରୋହ ଉଦଘାଟିତ ହୋଇଯାଇଛି। ସମାରୋହକୁ ଉଦଘାଟନ କରିଛନ୍ତି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା। କାର୍ଯ୍ୟକ୍ରମରେ ମନ୍ତ୍ରୀ କହିଛନ୍ତି…

ଝାରସୁଗୁଡା ଲଖନ୍‌ପୁରରେ ଆଇଟିଆଇ ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଝାରସୁଗୁଡା: ଝାରସୁଗୁଡା ଜିଲ୍ଲାର ଲଖନ୍‌ପୁରଠାରେ ଆଇଟିଆଇ (ITI) ପ୍ରତିଷ୍ଠା ପାଇଁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିପାଇଁ ୨୪ କୋଟି ୪୮ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି ନବୀନ । ଏହି ଅର୍ଥ ଜିଲ୍ଲା ଖଣିଜ ପାଣ୍ଠିରୁ ବିନିଯୋଗ କରାଯିବ । ସୂଚନାଯୋଗ୍ୟ ଯେ,…

ଯୁଦ୍ଧଠାରୁ ୧୫ ଗୁଣ ଅଧିକ ଭୟଙ୍କର ପ୍ରଦୂଷଣ: ବିଶ୍ୱ ପ୍ରଦୂଷଣ ବଢାଇବାରେ ଚୀନ ୧ ନମ୍ବର

ନୂଆଦିଲ୍ଲୀ: ଦୁବାଇରେ COP28 ସମିଟ ଆରମ୍ଭ ହୋଇଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ସମ୍ମିଳନୀରେ ଭାଗ ନେବା ପାଇଁ ଦୁବାଇ ଗସ୍ତରେ ଯାଇଛନ୍ତି । ଏହି ସମ୍ମେଳନର ଏକ ସ୍ୱତନ୍ତ୍ର ମହତ୍ୱ ରହିଛି । ଏଥିରେ କୌଣସି ରାଜନୈତିକ ବା ସାମରିକ ଦିଗକୁ ନେଇ ଆଲୋଚନା ହୋଇ ନ ଥାଏ । ବରଂ…

ନବରଙ୍ଗପୁରରେ ଡବଲ ମର୍ଡର, ୨ ବର୍ଷର ପୁଅକୁ କଟୁରୀରେ ହାଣି ହତ୍ୟା କଲା ମଦ୍ୟପ ବାପ

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ମୈଦଲପୁର ଥାନା ଅନ୍ତର୍ଗତ ବୁଜୁମାପଦର ଗ୍ରାମରେ ଡବଲ ମର୍ଡର । ଦୁଇ ବର୍ଷ ର ଛୁଆ କୁ ହତ୍ୟା କଲା ମଦ୍ୟପ ବାପ । ଏହା ସହ ମଦ୍ୟପ ଜଣଙ୍କ ପୋଡ଼ଶୀଙ୍କୁ ମଧ୍ୟ ହତ୍ୟାକରିଥିବା ଅଭିଯୋଗ ହୋଇଛି । ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।…

ଭିଜିଲାନ୍ସ ଟ୍ରାପରେ ଅତିରିକ୍ତ ଜିଲ୍ଲାପାଳଙ୍କ ଅଫିସର କନିଷ୍ଠ କିରାଣି

ବାଲେଶ୍ବର: ଭିଜିଲାନ୍ସ ଜାଲରେ ବାଲେଶ୍ବର ଅତିରିକ୍ତ ଜିଲ୍ଲାପାଳଙ୍କ ଅଫିସର କନିଷ୍ଠ କିରାଣି। ଲାଞ୍ଚ ନେବାବେଳେ କନିଷ୍ଠ କିରାଣି ଲକ୍ଷ୍ମୀ ନାରାୟଣ ନାଥଙ୍କୁ ମାଡି ବସିଲା ଭିଜିଲାନ୍ସ ଟିମ୍। ଜଣେ ହିତାଧିକାରୀଙ୍କ ବାପାଙ୍କ ନାଁରେ ଥିବା ଜମିପଟ୍ଟା ରେକର୍ଡର ନକଲ ଦେବାପାଇଁ ୪୦୦୦ ଟଙ୍କା ଲାଞ୍ଚ…

ମାଲେସିଆ ଯିବାକୁ ଚାହୁଁଛନ୍ତି କି, ତେବେ ନୋଟ କରିରଖନ୍ତୁ ମାଲେସିଆର ଏହି ସୁନ୍ଦର ଡେଷ୍ଟିନେସନକୁ

ନୂଆଦିଲ୍ଲୀ: ଯେବେଠାରୁ ମାଲେସିଆ ଭାରତୀୟଙ୍କ ପାଇଁ ଫ୍ରି ଭିସା ଘୋଷଣା କରିଛି ସେବେଠାରୁ ଲୋକମାନେ ମାଲେସିଆ ଯିବାକୁ ବେଶ୍ ଆଗ୍ରହ ପ୍ରକାଶ କରୁଛନ୍ତି । ଦେଖିବାକୁ ଗଲେ ମାଲେସିଆ ବୁଲାବୁଲି ପାଇଁ ଏକ ସୁନ୍ଦର ପର୍ଯ୍ୟଟନ ସ୍ଥାନ । ଯେଉଁଠାକୁ ଯାଇ ଆପଣ ଏକ ଛୁଟି କଟାଇପାରିବେ । ତେବେ ମାଲେସିଆ…