ବଙ୍ଗୋପସାଗରରେ ଅବପାତ : ଡିସେମ୍ବର ୩ରେ ବାତ୍ୟା , ୪ରେ ଛୁଇଁବ ଉପକୂଳ
ଭୁବନେଶ୍ବର : ଅବପାତରେ ପରିଣତ ହେଲା ସୁଦୃଶ୍ୟ ଲଘୁଚାପ । ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଦକ୍ଷିଣପୂର୍ବ ରେ ଅବପାତରେ ପରିଣତ ହୋଇଛି । ପୁଡୁଚେରୀଠାରୁ ୭୯୦ , ଚେନ୍ନାଇଠାରୁ ୮୦୦ କିଲୋମିଟର ଦୂରରେ ଅବସ୍ଥିତ ରହିଛି । ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରି ଆହୁରି ଘନୀଭୂତ ହେବାର…