କଂଗ୍ରେସ ଜିତିଲେ ପାଇବ ଦୁଇ ଲକ୍ଷ, ବିଜେପି ଜିତିଲେ ଅଢେଇ ଲକ୍ଷ !
ଭୁବନେଶ୍ୱର: ଦେଶର ପାଞ୍ଚୋଟି ରାଜ୍ୟର ମତଦାନ ଶେଷ ହୋଇଥିବା ବେଳେ ଆସନ୍ତା ତିନି ତାରିଖରେ ଭୋଟ ଗଣତି ହେବ। ଏକା ସାଙ୍ଗରେ ସମସ୍ତ ରାଜ୍ୟର ଭୋଟ ଗଣତି ହେବ।
ଯାହାକୁ ନେଇ ବିଭିନ୍ନ ରାଜ୍ୟର ରାଜନୈତିକ ଦଳର ନେତାଙ୍କ ମଧ୍ୟରେ ଆକ୍ଷେପପ୍ରତିଆକ୍ଷେପର ପର୍ବ ତୀଵ୍ର ହେବାରେ ଲାଗିଛି। ଏହି କ୍ରମରେ…