କାର୍ତ୍ତିକ ପୂର୍ଣ୍ଣିମାରେ ଅଘଟଣ : ବୋଇତ ବନ୍ଦାଣ ସମୟରେ ପାଣିରେ ବୁଡିଗଲେ ଯୁବକ
ତାଳଚେର: କାର୍ତ୍ତିକ ପୂର୍ଣ୍ଣିମାରେ ଅଘଟଣ । ବୋଇତ ବନ୍ଦାଣ ସମୟରେ ପାଣିରେ ବୁଡିଲେ ଯୁବକ । ଏମିତି କିଛି ଘଟଣା ଦେଖିବାକୁ ମିଳିଛି ଅନୁଗୁଳ ଜିଲ୍ଲା ପାଲଲହଡା ବ୍ଲକ ଗୁରୁଜାଙ୍ଗ ଗାଁରେ । ମୃତ ଯୁବକ ହେଉଛନ୍ତି ଆଶିଷ କୁମାର ସାହୁ ବୋଲି ଜଣାପଡିଛି । ଆଶିଷ ଛୋଟ ବେଳୁ ତାଙ୍କ ମାମୁଁ ଙ୍କ…