Latest Odisha News

BREAKING NEWS

୧୦ ଦଫା ଦାବି ନେଇ ଧାରଣା ଦେଲେ ପାରାଦୀପ ପୋର୍ଟ ଶ୍ରମିକ

ପାରାଦୀପ: ପାରାଦୀପ ପୋର୍ଟ ଶ୍ରମିକ ସଂଘର ଧାରଣା । ଅନେକ ଥର ଶ୍ରମିକ ମାନେ ସେମାନଙ୍କ ଦାବି ଉପସ୍ଥାପନ କରିଥିଲେ ମଧ୍ୟ ଏହାକୁ କମ୍ପାନୀ କତ୍ତୃପକ୍ଷ ଗ୍ରହଣ କରିନାହିଁ । ଯେଉଁଥିପାଇଁ ଆଜି ୧୦ ଦଫା ଦାବି ନେଇ ପିଆଇସିଟି (PICT) ଫାଟକ ସମ୍ମୁଖରେ ଧାରଣାରେ ବସିଲେ ଶ୍ରମିକ । ଖବର ମୁତାବକ,…

ରାମଲୀଳା ଚାଲିଥିବା ବେଳେ ମଞ୍ଚ ଉପରକୁ ବୋମାମାଡ଼, ଲକ୍ଷ୍ମଣ ଗୁରୁତର

ପୁରୀ: ମଙ୍ଗଳବାର ବିଳମ୍ବିତ ରାତିରେ ପୁରୀର ବଳିଆପଣ୍ଡା ଥାନା ଅନ୍ତର୍ଗତ ବିଜୟନଗର ବସ୍ତି ଧୋବାଖାଲ ନୃସିଂହ ମନ୍ଦିର ରାମଲୀଳା ପ୍ରଦର୍ଶନ ସମୟରେ ମଞ୍ଚ ଉପରକୁ ବୋମା ମାଡ଼। ବୋମା ମାଡ଼ରେ ଲକ୍ଷ୍ମଣ ଭୂମିକାରେ ଅଭିନୟ କରୁଥିବା ବ୍ୟକ୍ତି ଗୁରୁତର। ରାମଲୀଳା ଚାଲିଥିବା ବେଳେ ମଞ୍ଚ ଉପରକୁ…

‘ସାରାଙ୍କ ବିବାହ କରାଇବା କରଣ ଜୋହରଙ୍କର ପରବର୍ତ୍ତୀ ମିଶନ’

ମୁମ୍ବାଇ: ଷ୍ଟାର କିଡସ୍‌ଙ୍କ ନାଁ ଆସିଲେ ସାରା ଅଲ୍ଲୀ ଖାନଙ୍କ ନାଁ ମଧ୍ୟ ଆସିଥାଏ। ପ୍ରଶଂସକଙ୍କୁ ବହୁତ ଗୁଡିଏ ଫିଲ୍ମ ଭେଟି ଦେଇ ସେ ମଧ୍ୟ ଦର୍ଶକଙ୍କ ହୃଦୟରେ ଘର କରିଛନ୍ତି। ଚଳଚ୍ଚିତ୍ର ନିର୍ମାତା କରଣ ଜୋହର ଏବଂ ଅଭିନେତ୍ରୀ ସାରା ଅଲି ଖାନ ୫୪ତମ 'ଆନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ'ରେ…

ମେଡିକାଲ ପାଇଖାନାରୁ ନବଜାତ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

କେନ୍ଦ୍ରାପଡ଼ା: ମେଡ଼ିକାଲ ପାଇଖାନାରୁ ମିଳିଲା ନବଜାତ ଶିଶୁ କନ୍ୟାର ମୃତଦେହ । ଏପରି ଅଭିଯୋଗ ଆସିଛି କେନ୍ଦ୍ରାପଡ଼ା ଜିଲ୍ଲା ଆଳି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରୁ । ଏନେଇ ଅଭିଯୋଗ ହେବା ପରେ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି । ସୂଚନା ମୁତାବକ, ଆଜି (ବୁଧବାର) ସକାଳୁ…

‘ନୂତନ ଭାରତ ପାଇଁ ନୂତନ ଶିକ୍ଷା’ ଅଭିଯାନର ଶୁଭାରମ୍ଭ କଲେ ରାଷ୍ଟ୍ରପତି

ସମ୍ବଲପୁର:  ନୈତିକ ଶିକ୍ଷା ଆମ ଜୀବନକୁ ଗଢ଼ିବାରେ ସହାୟକ ହୋଇଥାଏ ଏବଂ ସମାଜରେ ସକାରାତ୍ମକ ପରିବର୍ତ୍ତନ ଆଣିଥାଏ । ନୈତିକ ଶିକ୍ଷା ଆମକୁ କରୁଣା, ଦୟା, ବନ୍ଧୁତା ଏବଂ ଭାଇଚାରାର ଜୀବନ ମୂଲ୍ୟବୋଧ ବିଷୟରେ ସଚେତନ କରେ । ଏହି ଗୁଣଥିବା ବ୍ୟକ୍ତି ମାନଙ୍କ ଠାରେ ସକାରାତ୍ମକ ପରିବର୍ତ୍ତନ ଆସିଥାଏ…

ନିଜ ଦେହରେ ପେଟ୍ରୋଲ ଢାଲି ନିଆଁ ଲଗାଇଦେଲେ ଯୁବକ

ଭୁବନେଶ୍ବର: ପାରିବାରିକ କଳହର କୁପରିଣତି । ପେଟ୍ରୋଲ ଢାଳି ନିଜ ଦେହରେ ନିଆଁ ଲଗାଇ ଦେଲେ ଯୁବକ । ଏଭଳି ଲୋମହର୍ଷଣକାରୀ ଘଟଣା ଦେଖିବାକୁ ମିଳିଛି ଭୁବନେଶ୍ବର ବଡ଼ଗଡ଼ ଥାନା କେଶୁରା ଗାଁରେ । ଯୁବକ ଜଣକ ହେଲେ ଲକ୍ଷ୍ମଣ ପ୍ରଧାନ । ଏହି ଘଟଣାର ଏକ ସିସି ଟିଭି ଫୁଟେଜ ଭାଇରାଲ ହେବାରେ…

ବିଜେଡିର ମିଶ୍ରଣ ପର୍ବ: ଶଙ୍ଖ ଫୁଙ୍କିଲେ କୋରାପୁଟ ବିଜେପି ପ୍ରାର୍ଥୀ ତ୍ରିପୁରାରୀ ଗରଡା

ଭୁବନେଶ୍ଵର: ଶଙ୍ଖ ଭବନରେ ଅନୁଷ୍ଠିତ ହୋଇଛି ବିଜେଡିର ମିଶ୍ରଣ ପର୍ବ । କୋରାପୁଟ ବିଜେପି ପ୍ରାର୍ଥୀ ତ୍ରିପୁରାରୀ ଗରଡାଙ୍କ ସହ ବିଜେପିର ଅନେକ କର୍ମକର୍ତ୍ତା ଓ ସମର୍ଥକ ବିଜେଡିରେ ସାମିଲ ହୋଇଛନ୍ତି । ସାଂସଦ ମାନସ ମଙ୍ଗରାଜ ତାଙ୍କୁ ଦଳକୁ ପାଛୋଟି ନେଇଛନ୍ତି । ଏହି ଅବସରରେ ବରିଷ୍ଠ ନେତା…

ମାଲକାନଗିରି ପୋଲିସକୁ ବଡ଼ ସଫଳତା, ମାଓଗଡ଼ ତୁଳସୀ ପାହାଡ଼ରୁ ମାଓ ସାମଗ୍ରୀ ଜବତ

ମାଲକାନଗିରି: ମାଲକାନଗିରି ପୋଲିସକୁ ବଡ଼ ସଫଳତା । ମାଓଗଡ଼ ତୁଳସୀ ପାହାଡ଼ରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ କରିଛି ମାଲକାନଗିରି DVF ଯବାନ । ସୂଚନା ଅନୁସାରେ, ମାଥିଲି ଥାନା ଅନ୍ତର୍ଗତ ତୁଳସୀ ପାହାଡ଼ ଅଞ୍ଚଳରେ ପୋଲିସକୁ ଟାର୍ଗେଟ କରିବା ପାଇଁ ମାଓବାଦୀମାନେ ବିପୁଳ ପରିମାଣର ମାଓ…

୨୬ ତାରିଖରେ ବଙ୍ଗୋପସାଗରରେ ପୁଣି ଲଘୁଚାପ !

ଭୁବନେଶ୍ୱର:ଓଡ଼ିଶାରେ ଆସନ୍ତା ତିନି ଦିନ ପାଇଁ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବାବେଳେ  ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଲଘୁଚାପ । ଏ ନେଇ ଭାରତୀୟ ପାଣିପାଗ ବିଭାଗ ବୁଧବାର ପୂର୍ବାନୁମାନ କରିଛି । ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି ଯେ  ନଭେମ୍ବର ୨୬…