ବିକଶିତ ଭାରତ ସଂକଳ୍ପ ଯାତ୍ରାକୁ ରାଜ୍ୟବ୍ୟାପୀ ବିପୁଳ ଜନସମର୍ଥନ
ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଆରମ୍ଭ ହୋଇଥିବା ବିକଶିତ ଭାରତ ସଂକଳ୍ପ ଯାତ୍ରା ସୋମବାର ଷଷ୍ଠ ଦିନରେ ପହଞ୍ଚିଛି । ନଭେମ୍ବର ୧୫ ତାରିଖ ଜନଜାତୀୟ ଗୌରବ ଦିବସ ଉପଲକ୍ଷେ ଏହି ସଂକଳ୍ପ ଯାତ୍ରା ଆରମ୍ଭ ହୋଇଛି । ରାଜ୍ୟର ବିଭିନ୍ନ ସ୍ଥାନରେ ସଂକଳ୍ପ ଯାତ୍ରାର ସଚେତନତା…