କଡା ସୁରକ୍ଷା ମଧ୍ୟରେ ବାରିପଦାରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ବାରିପଦା: ତିନି ଦିନିଆ ଓଡ଼ିଶା ଗସ୍ତରେ ଆସି ବାରିପଦା ପୋଲିସ ପଡ଼ିଆରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ମୁର୍ମୁ । ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ପୂର୍ବାହ୍ନ ପ୍ରାୟ ୧୦ଟା ୪୫ରେ ଏଠାରେ ପହଞ୍ଚିଛନ୍ତି ରାଷ୍ଟ୍ରପତି । କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ରାଷ୍ଟ୍ରପତିଙ୍କୁ ବାରିପଦା…