ରାଜାରାଣୀ ସଙ୍ଗୀତ ମହୋତ୍ସବ ଉଦ୍ଘାଟିତ: ଶାସ୍ତ୍ରୀୟ ସଙ୍ଗୀତର ମୁଚ୍ଛର୍ନାରେ ଦର୍ଶକ ବିଭୋର
ଭୁବନେଶ୍ୱର : ଆଜିଠାରୁ ଆରମ୍ଭ ହୋଇଛି ରାଜାରାଣୀ ସଙ୍ଗୀତ ମହୋତ୍ସବ । ରାଜ୍ୟ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଓଡ଼ିଶା ସଙ୍ଗୀତ ନାଟକ ଏକାଡ଼େମୀ ଦ୍ୱାରା ଆୟୋଜିତ ଏହି ମହୋତ୍ସବ ରାଜାରାଣୀ ମନ୍ଦିର ପ୍ରାଙ୍ଗଣରେ ୩ ଦିନ ଧରି ଅନୁଷ୍ଠିତ ହେବ । ଭାରତବର୍ଷରେ ଥିବା ଶାସ୍ତ୍ରୀୟ ତଥା…