‘ଲିଭ୍-ଇନ୍’ରେ ରହି ଖୁସିରେ ଥିଲୁ, ଗୋଟିଏ କାରଣ ପାଇଁ ବିବାହ କଲୁ: କରୀନା
ମୁମ୍ବାଇ: ଲିଭ୍ ଇନ୍ରେ ଥିଲୁ । ବର୍ଷେ କି ଦୁଇ ବର୍ଷ ନୁହେଁ ୫ ବର୍ଷ ଲିଭ୍ ଇନ୍ରେ ଥିଲୁ । ବହୁତ ଖୁସିରେ ଥିଲୁ । କିନ୍ତୁ କେବଳ ସନ୍ତାନ ପ୍ରାପ୍ତ କରିବାକୁ ଚାହୁଁଥିବାରୁ ବିବାହ କରିବାକୁ ନିଷ୍ପତ୍ତି ନେଲୁ ଓ ବିବାହ ବି କଲୁ । ଏମିତି କିଛି କହିଛନ୍ତି ବଲିଉଡ଼ର ଲୋକପ୍ରିୟ ଅଭିନେତ୍ରୀ…