ସୈନିକ ସ୍କୁଲରେ ପ୍ରବେଶିକା ପରୀକ୍ଷା ପାଇଁ ଅନ୍ଲାଇନ ପଞ୍ଜୀକରଣ ଜାରି
ଭୁବନେଶ୍ୱର: ସୈନିକ ସ୍କୁଲରେ ନାମ ଲେଖା ପାଇଁ ପ୍ରବେଶିକା ପରୀକ୍ଷା ନିମନ୍ତେ ଆଜି ଅନ୍ ଲାଇନ୍ ପଞ୍ଜୀକରଣ ଜାରି ହୋଇଛି । ଦେଶର ୩୩ଟି ସୈନିକ ସ୍କୁଲ୍ରେ ଷଷ୍ଠ ଓ ନବମ ଶ୍ରେଣୀରେ ନାମ ଲେଖା ନିମନ୍ତେ ଆସନ୍ତା ୨୧ ଜାନୁଆରୀ ୨୦୨୪ରେ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ । ୨୦୨୪-୨୫ ଶିକ୍ଷା…