ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଫୁଟିଲା ବୋମା; ୮ ଆହତ, ୨ ଗୁରୁତର
ନୟାଗଡ: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗାଁରେ ବୋମାମାଡ । ବୋମା ମାଡ଼ରେ ୧୦ ଜଣ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି । ଘଟଣା ଘଟିଛି ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ଥାନା କୁମ୍ଭାରପଡ଼ା ଗାଁରେ । ଘଟଣାସ୍ଥଳେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ରାଜନୈତିକ ଶତ୍ରୁତାକୁ କେନ୍ଦ୍ରକରି…