ଶ୍ରୀ ଜଗନ୍ନାଥ ତତ୍ତ୍ଵ ଓ ତଥ୍ୟ : ମହାପ୍ରଭୁଙ୍କ ଆରାଧନା
ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା
ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ।
ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ପ୍ରସନ୍ନତା ପାଇଁ ପ୍ରତ୍ୟେକ ବ୍ୟକ୍ତି ସଂସାରର ଆସକ୍ତି ବା ମୋହ, ରାଗ,ତଥା ଆକର୍ଷଣ (ସାଂସାରିକ ବନ୍ଧନ )ରହିତ ହୋଇ ନିଜର ଶରୀର, ଇନ୍ଦ୍ରିୟ, ମନ ଓ ବାଣୀକୁ ସମର୍ପିତ…