ରାଜ୍ୟପାଳ-ମୁଖ୍ୟମନ୍ତ୍ରୀଙ୍କ ଭେଟକୁ ନେଇ ତେଜିଲା ରାଜନୀତି: କଂଗ୍ରେସ କହିଲା, ରାଜ୍ୟପାଳ ପ୍ରୋଟୋକଲ ଭାଙ୍ଗିଛନ୍ତି
ଭୁବନେଶ୍ୱର: ରାଜ୍ୟପାଳ-ମୁଖ୍ୟମନ୍ତ୍ରୀଙ୍କ ସାକ୍ଷତକୁ ନେଇ ତେଜିଲା ବିବାଦ । ରାଜ୍ୟପାଳ ପ୍ରୋଟୋକଲ ଭାଙ୍ଗିଥିବା ଅଭିଯୋଗ ଆଣିଲା କଂଗ୍ରେସ । ରାଜ୍ୟପାଳ ଗତକାଲି ଦିଲ୍ଲୀରୁ ଫେରିଲା ପରେ ଆଜି ସକାଳୁ କାହିଁକି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଯାଇଥିଲେ ତାହାର ଉତ୍ତର ରାଜ୍ୟପାଳଙ୍କ ଅଫିସ…