Latest Odisha News

BREAKING NEWS

ଭାରତରେ ୨୦୨୬ ସୁଦ୍ଧା ଇ-ଏୟାର ଟାକ୍ସି: ୯୦ ମିନିଟର ରାସ୍ତା ପାଇଁ ଲାଗିବ ମାତ୍ର ୭ ମିନିଟ

ନୂଆଦିଲ୍ଲୀ: ଭାରତରେ ୨୦୨୬ ସୁଦ୍ଧା ଲଞ୍ଚ ହୋଇପାରେ ପ୍ରଥମ ଫୁଲ ଇଲେକ୍ଟ୍ରିକ ଏୟାର ଟାକ୍ଦି Full-Electric Air Taxi । ଇଣ୍ଟରଗ୍ଲୋବ ଏଣ୍ଟରପ୍ରାଇଜେସ ୨୦୨୬ ସୁଦ୍ଧା ପୂରା ଦେଶରେ ଇ-ଏୟାର ଟାକ୍ସି ସର୍ଭିସ ଆରମ୍ଭ କରିବା ଯୋଜନା କରୁଛି । ଇଣ୍ଟରଗ୍ଲୋବ ଏଣ୍ଟରପ୍ରାଇଜେସ ଏହି ସେବା…

ସାରା ରାତି ବର୍ଷା ଦେଲା ପ୍ରଦୂଷଣରୁ ଆଶ୍ୱସ୍ତି: ଦିଲ୍ଲୀରେ ଏକ୍ୟୁଆଇ ସ୍ତର ୪୦୦ରୁ ୧୦୦କୁ ଖସିଲା

ନୂଆଦିଲ୍ଲୀ:ଦିବାଲି ପୂର୍ବରୁ ଦିଲ୍ଲୀବାସୀଙ୍କୁ ମିଳିଲା ଆଶ୍ୱସ୍ତି । କମିଲା ପ୍ରଦୂଷଣ । ଦିବାଲି ଭେଟି ଦେଲା ପାଣିପାଗ । ଦିଲ୍ଲୀ-ନଏଡାର ଅନେକ ଅଞ୍ଚଳରେ ସାରାରାତି ବର୍ଷା ଲାଗି ରହିଥିଲା । ପାଣିପାଗରେ ଏପରି ପରିବର୍ତ୍ତନ ପରେ ତାପାମାତ୍ରା ହ୍ରାସ ପାଇଛି । ଏଥିସହିତ ପ୍ରଦୂଷଣରୁ ମଧ୍ୟ…

ବିଜେଡି ଉପରେ ଜୋରଦାର ବର୍ଷିଲା ବିଜେପି; କହିଲା-ମୁଖ୍ୟମନ୍ତ୍ରୀଙ୍କ ମାଇଣ୍ଡସେଟ ପାଇଁ ବ୍ୟାପୁଛି ଅରାଜକତା

ଭୁବନେଶ୍ୱର: ରାଜ୍ୟର ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପରେ ବର୍ଷିଛି ବିଜେପି । ଓଡ଼ିଶାକୁ ଲ ଲେସ୍ ନେସ ରାଜ୍ୟ ବୋଲି କହିଛି ବିଜେପି । ମୁଖ୍ୟମନ୍ତ୍ରୀଙ୍କ ମାଇଣ୍ଡ ସେଟ ରାବଣ, ଦୁର୍ଯ୍ୟୋଧନ, ଦୁଃଶାସନ ଭଳି । ଆଇନ ଶୃଙ୍ଖଳା ସ୍ଥିତି…

ରଥଯାତ୍ରାରୁ ଶ୍ରୀଗୁଣ୍ଡିଚା ମନ୍ଦିରକୁ ପ୍ରବେଶ କରିପାରିବେ ଶ୍ରଦ୍ଧାଳୁ, ଦେବାକୁ ପଡିବନି କୌଣସି ଫି’

ପୁରୀ: ଶ୍ରୀମନ୍ଦିର ଭଳି ଶ୍ରୀଗୁଣ୍ଡିଚା ମନ୍ଦିର ଭକ୍ତଙ୍କ ପାଇଁ ସଂପୂର୍ଣ୍ଣ ଖୋଲା ଥିଲା । ବାହାରୁ ଆସୁଥିବା ଭକ୍ତମାନେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ ସହ ମହାପ୍ରଭୁଙ୍କ ଜନ୍ମସ୍ଥାନ ଶ୍ରୀଗୁଣ୍ଡିଚା ମନ୍ଦିର ବୁଲି ‌ଘରକୁ ଫେରୁଥିଲେ । ହେଲେ ଶ୍ରୀଗୁଣ୍ଡିଚା ମନ୍ଦିରର ଉନ୍ନତୀକରଣ…

ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି; ପାରାଦୀପ ‘ବୋଇତ ବନ୍ଦାଣ’ ଉତ୍ସବରେ ଦେବେ ଯୋଗ

ଭୁବନେଶ୍ୱର: ଆସନ୍ତା ନଭେମ୍ବର ୨୭ ତାରିଖରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଜଗତସିଂହପୁର ଜିଲ୍ଲାର ପାରାଦୀପରେ “ବୋଇତ ବନ୍ଦାଣ” ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ରାଷ୍ଟ୍ରପତି ମୁର୍ମୁ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଏହି ଗସ୍ତ ନେଇ ରାଷ୍ଟ୍ରପତି ଭବନ ପକ୍ଷରୁ…

ଖସୁଛି ପାରଦ, ବଢୁଛି ଶୀତ: ୧୦ ଡିଗ୍ରୀ ତଳକୁ ଖସିଲା ତାପମାତ୍ରା

ଭୁବନେଶ୍ୱର: ରାଜ୍ୟକୁ ଫେରିଲା ଶୀତ। ଅଧିକାଂଶ ସ୍ଥାନରେ ଥଣ୍ଡା ଅନୁଭୂତ ହେଉଛି। ରାଜ୍ୟରେ ଦିନକୁ ଦିନ ଖସୁଛି ପାରଦ, ଧୀରେ ଧୀରେ ବଢୁଛି ଶୀତ। ଚଳିତ ବର୍ଷ ପ୍ରଥମଥର ପାଇଁ ୧୦ ଡିଗ୍ରୀ ତଳକୁ ଖସିଛି ତାପମାତ୍ରା। ରାଜ୍ୟର ୭ ଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରୀ ସେଲସିୟସ ତଳକୁ…

‘ରାଜସ୍ଥାନକୁ ଧ୍ୱଂସ କରି ମାନିବ କଂଗ୍ରେସ’

ଜୟପୁର: ରାଜସ୍ଥାନ ବିଧାନସଭା ନିର୍ବାଚନୀ ପ୍ରଚାର ପାଇଁ ଉଦୟପୁରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେଠାରେ ସେ ଉଦୟପୁରରେ ଏକ ବିଶାଳ ନିର୍ବାଚନ ସମାବେଶକୁ ସମ୍ବୋଧିତ କରିଛନ୍ତି । ସାଂବଲିଆ ସେଠ, ମାତା ତ୍ରିପୁରା ସୁନ୍ଦରୀ ଓ ଏକଲିଙ୍ଗନାଥ ଜୀ ଙ୍କ ନାଁ ନେଇ ମୋଦି ଉଦୟପୁର…

ସେମି ଫାଇନାଲ ପ୍ରବେଶ ପାଇଁ ପାକିସ୍ତାନ ନିକଟରେ ରହିବ ପ୍ରାୟତଃ ଅସମ୍ଭବ ଟାର୍ଗେଟ

ନୂଆଦିଲ୍ଲୀ: ଚଳିତ ଦିନିକିଆ ବିଶ୍ୱକପ କ୍ରିକେଟ ଏବେ ଅନ୍ତିମ ପର୍ଯ୍ୟାୟକୁ ଗତି କରିଛି । ଭାରତ, ଦକ୍ଷିଣ ଆଫ୍ରିକା ଓ ଅଷ୍ଟ୍ରେଲିଆ ସେମିଫାଇନାଲରେ ପ୍ରବେଶ କରି ସାରିଛନ୍ତି । ଆଉ ଗୋଟିଏ ଟିମର ଆବଶ୍ୟକତା ରହିଛି । ଗୁରୁବାର ଶ୍ରୀଲଙ୍କାକୁ ୭ ୱିକେଟରେ ହରାଇ ନ୍ୟୁଜିଲାଣ୍ଡ ପ୍ରାୟତଃ…

ଗିରଫ ହେଲେ କୋଟିପତି ଯନ୍ତ୍ରୀ, ରେଡ୍‌ରୁ ମିଳିଲା ଆୟଠାରୁ ୩୩୬ ପ୍ରତିଶତ ସମ୍ପତ୍ତି

ଭୁବନେଶ୍ୱର: ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ‌ରେ ଗିରଫ ହେଲେ ଭୁବନେଶ୍ବର ଜନସ୍ବାସ୍ଥ୍ୟ ବିଭାଗ ଅଧୀକ୍ଷକ ଯନ୍ତ୍ରୀ ବିଶ୍ବବନ୍ଧୁ ପାଣିଗ୍ରାହୀ। ଗିରଫ ପରେ ତାଙ୍କୁ କୋର୍ଟ ଚାଲାଣ କରାଯାଇଛି। ବୁଧବାର ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ‌ରେ ଅଧୀକ୍ଷକ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ…

ନକଲି ଘିଅ କମ୍ପାନୀ ଠାବ; ବିପୁଳ ପରିମାଣର ପ୍ରସ୍ତୁତି ସାମଗ୍ରୀ ଜବତ, ମାଲିକ ଗିରଫ

ବ୍ରହ୍ମପୁର: ବ୍ରହ୍ମପୁର ବଡ ବଜାରର ମାଧବନଗର ଅଞ୍ଚଳରେ ନକଲି ଘିଅ ପ୍ରସ୍ତୁତି ୟୁନିଟ ଉପରେ ପୋଲିସର ଚଢ଼ାଉ । ଘଟଣାରେ ଜଣକୁ ଗିରଫ କରିଛି ପୋଲିସ । ଶ୍ରୀ ମାଆ ଦୁର୍ଗା ନାମରେ ଚାଲିଥିଲା ନକଲି ଘିଅ ପ୍ରସ୍ତୁତି । ଚଢାଉବେଳେ ବିପୁଳ ପରିମାଣର ନକଲି ଘିଅ ସହ ପ୍ରସ୍ତୁତି ସାମଗ୍ରୀ ମଧ୍ୟ ଜବତ…