ମାନବ ଚାଲାଣ ମାମଲାରେ ୧୦ଟି ରାଜ୍ୟରେ ଏନଆଇଏର ଚଢ଼ଉ, ୪୪ ଗିରଫ
ନୂଆଦିଲ୍ଲୀ: ମାନବ ଚାଲାଣ ମାମଲାରେ ଜାତୀୟ ଅନୁସନ୍ଧାନ ଏଜେନ୍ସି (ଏନ୍ଆଇଏ ) ୧୦ଟି ରାଜ୍ୟରେ ଚଢାଉ କରି ୪୪ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏନଆଇଏ ମୁଖପାତ୍ର ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ମାନବ ଚାଲାଣ ନେଟୱାର୍କକୁ ଭାଙ୍ଗିବା ପାଇଁ ଏନଆଇଏ ବିଏସଏଫ ଏବଂ ରାଜ୍ୟ ପୋଲିସର ମିଳିତ…