ଚର୍ଚ୍ଚିତ ଅଭିନେତ୍ରୀ ରଶ୍ମିକା ମନ୍ଦାନାଙ୍କ ଡିପଫେକ୍ ଭିଡିଓ ଭାଇରାଲ ପରେ ଆଇଟି ମନ୍ତ୍ରୀଙ୍କ ଚେତାବନୀ
ମୁମ୍ବାଇ: ସେଲିବ୍ରିଟିଙ୍କ ଫଟୋ ପ୍ରତିଦିନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏବେ ଅଭିନେତ୍ରୀ ରଶ୍ମିକା ମନ୍ଦାନାଙ୍କ ଏକ ଡିପଫେକ୍ ଭିଡିଓ ଭାଇରାଲ ହେବା ପରେ ତାଙ୍କ ପ୍ରଶଂସକମାନେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଏହାସହ ଆଇଟି ମନ୍ତ୍ରୀ ମଧ୍ୟ କଡା ଚେତାବନୀ ଦେଇଛନ୍ତି। ସୂଚନା…