ହାଇଓ୍ବାକୁ ପିଟିଲା ଡମ୍ପର : ଜଣେ ମୃତ, ପୋଲିସର ତଦନ୍ତ ଜାରି
ବାଲେଶ୍ବର: ବସ୍ତା ଥାନା କଟିପୋଲ ନିକଟରେ ଏକ ହାଇୱାକୁ ଧକ୍କା ଦେଇଛି ଡମ୍ପର। ଘଟଣାସ୍ଥଳରେ ଡମ୍ପର ଚାଳକଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣା ପରେ ଆଖାପାଖର ଲୋକେ ରୁଣ୍ଡ ହୋଇଯାଇଥିଲେ ଏହାପରେ ପୋଲିସକୁ ଖବର ଦିଆଯାଇଥିଲା।
ପରେ ବସ୍ତା ଥାନା ପୋଲିସ ଆସି ଦୁର୍ଘଟଣା ସ୍ଥଳରେ ପହଁଚି ଡମ୍ପର…