୬ ହଜାର ୫୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଏଜି ଅଫିସର ଅଡିଟର ସିବିଆଇ ଦ୍ୱାରା ଗିରଫ
ଭୁବନେଶ୍ୱର: ମେଡିକାଲ୍ ବିଲ୍ ପାସ୍ କରିବା ପାଇଁ ୬ ହଜାର ୫୦୦ ଟଙ୍କା ଲାଞ୍ଚ ନେଉଥିବା ଅଭିଯୋଗରେ ଭୁବନେଶ୍ୱର ଆକାଉଣ୍ଟାଣ୍ଟ ଜେନେରାଲ୍ (ଏଜି) କାର୍ଯ୍ୟାଳୟର ଅଡିଟରଙ୍କୁ ସିବିଆଇ ଗିରଫ କରିଛି। ଭୁବନେଶ୍ୱର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆରଟିଓ) ସମ୍ମୁଖରୁ ଅଭିଯୁକ୍ତ ସନ୍ତୋଷ କୁମାର…